ନୂଆ ରୂପରେ ଷ୍ଟଲ୍‌ଓ୍ବାର୍ଟ ଯଯାତି

ଭୁବନେଶ୍ୱର, ୨୫।୧୨: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ଷ୍ଟଲ୍‌ଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡ(ଏସ୍‌ପିପିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଟେଲ ‘ଷ୍ଟଲଓ୍ବାର୍ଟ ଯଯାତି’ ରବିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏସ୍‌ପିପିଏଲ୍‌ର ନିର୍ଦ୍ଦେଶିକା ରୁକ୍ମିଣୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉଲ୍ଲେଖଯୋଗ୍ୟ, ୩ ମହଲା ବିଶିଷ୍ଟ ଏହି ହୋଟେଲରେ ମୋଟ ୪୦ଟି ବିଳାସପୂର୍ଣ୍ଣ ରୁମ୍‌ ସହିତ ୨ଟି ବ୍ୟାକ୍ୱେଟ ହଲ୍‌ ଓ ୬ଟି ସୁଟ୍‌ ବ୍ୟତୀତ ବ୍ରାଇଡ, ଗ୍ରୁମର ରୁମ୍‌ ମଧ୍ୟ ଅଲଗା ଅଲଗା ହୋଇ ରହିଛି।
ଏ ସମ୍ପର୍କରେ ଏସ୍‌ପିପିଏଲ୍‌ସ ସିଏମ୍‌ଡି ଶରତ କୁମାର ସାହୁ କହିଛନ୍ତି, ମାଷ୍ଟର କ୍ୟାଣ୍ଟିନଠାରେ ଥିବା ଯଯାତି ହୋଟେଲ ବର୍ତ୍ତମାନ ନୂଆ ରୂପରେ ‘ଷ୍ଟଲଓ୍ବାର୍ଟ ଯଯାତି’ ଭାବେ ନବୀକରଣ ହୋଇଛି। ବିଶେଷ କରି ସହରବାସୀଙ୍କ ଆବଶ୍ୟକତା ପୂରଣ ସହିତ ସବୁ ବର୍ଗର ଗ୍ରାହକଙ୍କୁ ଗୁଣାତ୍ମକ ସେବା ଓ ସେବା ସୁଲଭ ମୂଲ୍ୟରେ ଯୋଗାଇବା ଆମର ମୂଳ ଲକ୍ଷ୍ୟ ହୋଇଥିବାବେଳେ ଭୁବନେଶ୍ୱରର ସମସ୍ତ ହୋଟେଲଠାରୁ ଏହା ବେଶ୍‌ ଆକର୍ଷଣୀୟ ଓ ବିଭିନ୍ନ ପ୍ରକାର ସେବା ସଭା, ବିଭାଘର, ବ୍ରତଘର ଓ ମନୋରଞ୍ଜନ ସହିତ କ୍ରୀଡାର ସୁବିଧା ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ...

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି...

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ...

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର...

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri