ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ ୩ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

Share