ମିଶନ ଶକ୍ତି ପାଇଁ ରାଜ୍ୟ ସରକାର ଆଣିଲେ ନୂଆ ଗାଇଡଲାଇନ, ବଦଳିଯିବ ଏସବୁ, ଚିନ୍ତାରେ…

ଭୁବନେଶ୍ୱର,୨୮।୧: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ ସଂଗଠନ, କାର୍ଯ୍ୟକାରୀ କମିଟି ଓ ସବ-କମିଟିର ପର୍ଯ୍ୟାୟକ୍ରମେ ପୁନର୍ଗଠନ ହେବ। ଏପରିକି ପ୍ରତ୍ୟେକ ପ୍ରଶାସନିକ କମିଟିର କାର୍ଯ୍ୟକାଳ ୩ ବର୍ଷ ରହିବ। ପ୍ରତି ତିନି ବର୍ଷରେ ଥରେ ନେତୃତ୍ୱ ପରିବର୍ତ୍ତନ କରାଯିବ ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ମିଶନ ଶକ୍ତିକୁ ବଡ଼ ବୟାନ ଦେଇ କହିଥିଲେ, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ ଏବଂ ୟୁଏନ ଏଜେନ୍ସି ସହିତ ମଧ୍ୟ ଅନୁବନ୍ଧିତ । ବିଶ୍ୱ, ରାଜ୍ୟ ଏବଂ ଗାଁ ଏଥିରେ ମିଶିକି ଅଛନ୍ତି । ଓଡ଼ିଶାକୁ ଏକ ନମ୍ବର କରିବା ପାଇଁ ସାମାଜିକ ସ୍ଥିତି, ଅର୍ଥନୀତି, ମହିଳାଙ୍କ ଅବସ୍ଥିତି ଆଗାମୀ ଶହେ ଦିନ ଭିତରେ ଦ୍ରୁତ ଗତିରେ ବିକାଶ ହେବ । ମିଶନ ଶକ୍ତି ଯଦି ଠିକ ଜାଗାରେ ପହଞ୍ଚିବ ବିକଶିତ ଓଡ଼ିଶାର ସ୍ବରୂପ ହିଁ ହେବ ।

ଉପମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ମିଶନଶକ୍ତି ବନ୍ଦ ହେବନି ବରଂ ଦୌଡିବ। ବଦଳିବ ମିଶନ ଶକ୍ତି କାୟାକଳ୍ପ। ଭୋଟ ବ୍ୟାଙ୍କରେ ଗଣା ହେବେନି କି ରାଜନୀତିରେ ମଧ୍ୟ ପଶିବେନି ମିଶନ ଶକ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କୁ ଗୁଳିମାଡ଼

ରାଉରକେଲା,୨୨।୨(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ସେକ୍ଟର-୩ ଥାନା ଅଧୀନ ସେକ୍ଟର-୪ ପୋଷ୍ଟ ଅଫିସ ନିକଟରେ ଶନିବାର ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ...

ମୋ ବସ୍‌ରେ ଲାଗିଲା ନିଆଁ: ଅଣନିଃଶ୍ୱାସୀ ହୋଇ ଝରକା ବାଟେ ବାହାରିଲେ ଯାତ୍ରୀ

କଟକ,୨୨।୨: ପୁଣି ମୋ ବସ୍‌ରେ ଘଟିଛି ଅଘଟଣ। କଟକ ଜିଲା ଜଗତପୁର ଥାନା ଅଧୀନ ବିରୂପା ବ୍ୟାରେଜ ନିକଟରେ ଶନିବାର ଏକ ମୋ ବସ୍‌ରେ ଅଚାନକ...

ଜାମିନ୍‌ରେ ଆସିଥିବା ପୁଅ ହତ୍ୟାକାରୀଙ୍କୁ ମରଣାନ୍ତକ ଆକ୍ରମଣ: ମା’ବାପା, ଝିଅ ଗିରଫ

ରାଉରକେଲା,୨୨ା୨(ସଙ୍ଗୀତା ଜେନା) ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଟିମ୍ବରକଲୋନୀର ଜଣେ ଯୁବକ ଶମ୍ଭୁନାଥ ଘଡେଇ(୨୭)ଙ୍କୁ ତାଙ୍କ ସାଙ୍ଗମାନେ କୋରାପୁଟ ବୁଲାଇନେଇ ହତ୍ୟା କରିଥିବା ୨୦୨୩ ନଭେମ୍ବର...

ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ...

ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି

ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ...

ପୁଣି ଟ୍ରେନ୍‌ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି

ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି।...

Shaktikanta Das: ପିଏମଓ କାର୍ଯ୍ୟାଳୟରେ ୨ ଓଡ଼ିଆ ଅଫିସର, ଓଡ଼ିଶା ପାଇଁ କ’ଣ ହେବ ଫାଇଦା

ଭୁବନେଶ୍ୱର,୨୨।୨:ଶକ୍ତିକାନ୍ତ ଦାସଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ। ଏନେଇ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ପକ୍ଷରୁ ମଞ୍ଜୁରୀ ମିଳିଛି।...

KIIT ଘଟଣା: ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୨: KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image