ବୈମାତୃକ ମନୋଭାବରୁ ରାଜ୍ୟ ଭାଗ ହେବ: ନରସିଂହ

ବଲାଙ୍ଗୀର ଅଫିସ,୨୧ା୯: ପଶ୍ଚିମ ଓଡିଶା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଓ ଅବହେଳା କାରଣରୁ ସ୍ବତନ୍ତ୍ର କୋଶଳ ରାଜ୍ୟ ଦାବି ଜୋରଦାର ହେଉଛି। ବ୍ୟକ୍ତିଗତ ଭାବେ ସ୍ବତନ୍ତ୍ର ରାଜ୍ୟ ଗଠନ ଦାବି ପ୍ରତି ତାଙ୍କ ସମର୍ଥନ ନାହିଁ। ତେବେ ବର୍ତ୍ତମାନ ସ୍ଥିତିରେ ଏହା ବଜାୟ ରହିଲେ ଆଗକୁ ଓଡିଶା ଦୁଇଫାଳ ହେବା ସୁନିଶ୍ଚିତ। ଏଥିଯୋଗୁ ରାଜ୍ୟ ସରକାର ହିଁ ଦାୟୀ ରହିବେ ବୋଲି ମଙ୍ଗଳବାର ବିଧାୟକ ନରସିଂହ ମିଶ୍ର ବଲାଙ୍ଗୀର ସର୍କିଟ ହାଉସରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ନରସିଂହ କହିଥିଲେ ଯେ, ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ, କୃଷିର ବିକାଶରେ ବଲାଙ୍ଗୀର ଓ ପଶ୍ଚିମ ଓଡିଶା ବହୁ ପଛରେ ପଡିଛି। ଉପକୂଳ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପ ପାଇଁ ହଜାର କୋଟି ଖର୍ଚ୍ଚ ହେଉଥିବାବେଳେ ଆମ ଅଞ୍ଚଳର ଛୋଟ ପ୍ରକଳ୍ପଟିଏ ପାଇଁ ମଧ୍ୟ ଲୋକଙ୍କୁ ରାସ୍ତାକୁ ଓହ୍ଲାଇବାକୁ ପଡୁଛି। ତାଙ୍କ ମତକୁ ଗୁରୁତ୍ୱ ଦିଆଯାଉନାହିଁ। ବଲାଙ୍ଗୀରରେ ହେଉଥିବା ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସରକାରୀ ନିୟମକୁ ଉଲ୍ଲଂଘନ କରାଯାଇ ଲୋକ ପ୍ରତିନିଧିଙ୍କୁ ଆମନ୍ତ୍ରଣ କରାଯାଉ ନଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri