Posted inଜାତୀୟ

‘କିରଣ ବେଦୀଙ୍କୁ ବହିଷ୍କାର କର’

ପୁଡ଼ୁଚେରୀ, ୧୧।୧: ଉପରାଜ୍ୟପାଳ କିରଣ ବେଦୀଙ୍କ ବହିଷ୍କାର ଦାବିରେ ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଧାରଣା ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ସେ ବେଦୀଙ୍କ ସରକାରୀ ବାସଭବନ ନିକଟରେ ବସି ରହିଛନ୍ତି। ଆସନ୍ତା ମେ’ ମାସରେ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ଥିବାବେଳେ ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳଙ୍କ ମଧ୍ୟରେ ଦୀର୍ଘଦିନ ହେଲା ବିବାଦ ଲାଗି ରହିଛି। ବେଦୀ ପୁଡ଼ୁଚେରୀ ବିକାଶରେ ପ୍ରତିବନ୍ଧକ ସୃଷ୍ଟି କରୁଥିବା ନାରାୟଣସ୍ବାମୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ଏବେ ନିଜ ଘରେ ବି ସୁରକ୍ଷିତ ରହିପାରିବେ ନାହିଁ, ପଡୋଶୀ ଦେଶକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୧୬।୧୧: ଆତଙ୍କବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ...

ଜମ୍ମୁ-କଶ୍ମୀରରେ ରେକର୍ଡ ଭାଙ୍ଗିଲା ବେକାରୀ ସମସ୍ୟା, ୩.୫୨ ଲକ୍ଷ ବେରୋଜଗାର

ଶ୍ରୀନଗର,୧୬।୧୧: ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE) ର ତଥ୍ୟ ଅନୁଯାୟୀ ୨୦୨୪ର ପ୍ରଥମ ତ୍ରୟମାସିକରେ...

ରାହୁଲ ଗାନ୍ଧୀଙ୍କ ବ୍ୟାଗ୍‌ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୬।୧୧: ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବ୍ୟାଗ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲଙ୍କ ବ୍ୟାଗରେ...

ଇସ୍ତଫା ଦେଲେ ସୁଖବୀର ସିଂ

ଚଣ୍ଡୀଗଡ,୧୬।୧୧: ଇସ୍ତଫା ଦେଇଛନ୍ତି ଶିରୋମଣି ଅକାଳୀ ଦଳ ସଭାପତି ସୁଖବୀର ସିଂ ବାଦଲ। ସେ ଦଳର ଅଧକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ନେତୃତ୍ୱରେ ବିଶ୍ୱାସ...

ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ଝଟ୍‌କା, କାରଣ ଜାଣିଲେ…

ଅମରାବତୀ,୧୬।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଲାଗିଛି ଶକ୍ତ ଝଟ୍‌କା। କାରଣ ତାଙ୍କ ଭାଇ ତଥା ଟିଡିପିର ପୂର୍ବତନ ବିଧାୟକ ନାରା ରାମମୂର୍ତ୍ତିଙ୍କ ଦେହାନ୍ତ ହୋଇଛି...

୩୭୦ ଧାରାକୁ ନେଇ କଂଗ୍ରେସର ୟୁଟର୍ନ, ରାଗିଗଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୬।୧୧: ଚଳିତ ନିର୍ବାଚନରେ ଜମ୍ମୁ କଶ୍ମୀରରେ ନାଶନାଲ କନଫରେନ୍ସ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିଛି। ତେବେ ନିଜ ମନ ମୁତାବକ ପଦ...

ସରକାରକୁ ଆସିବାର ୪୮ ଘଣ୍ଟା ମଧ୍ୟରେ ଆମେ ନେବୁ ଏହି ନିଷ୍ପତ୍ତି: ନିର୍ବାଚନ ପୂର୍ବରୁ ରାଜ ଠାକ୍‌ରେଙ୍କ ବଡ଼ ଘୋଷଣା

ପୁଣେ,୧୬।୧୧: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ରାଜ୍ୟକୁ ସମୃଦ୍ଧ କରିବା ପାଇଁ ତାଙ୍କ ଦଳକୁ ଭୋଟ ଦେବାକୁ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି।...

୨୦୫୦ ସୁଦ୍ଧା ୨ ଗୁଣା ପ୍ଲାଷ୍ଟିକ୍‌ ବର୍ଜ୍ୟ

ନୂଆଦିଲ୍ଲୀ,୧୬ା୧୧(ପି.ଟି.):ସାରା ବିଶ୍ୱରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିମାଣ ୨୦୫୦ ବେଳକୁ ଦୁଇଗୁଣା ହୋଇପାରେ। ଏହାର ସମାଧାନ ପାଇଁ ଉପଯୁକ୍ତ ନୀତି ପ୍ରଣୟନ ନିମନ୍ତେ ଗବେଷକମାନେ ପ୍ରସ୍ତାବ ଦେଇଛନ୍ତି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri