Categories: ଖେଳ

ଆଇପିଏଲ୍‌ ପୂର୍ବରୁ ଇଞ୍ଜେକ୍ସନ ନେବେ ଷ୍ଟୋକ୍ସ

ଲଣ୍ଡନ, ୨୯ା୩ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ଭାରତ ଯିବା ପୂର୍ବରୁ ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କୁ ଏକ ଇଞ୍ଜେକ୍ସନ ନେବାକୁ ପଡ଼ିବ। ଷ୍ଟୋକ୍ସଙ୍କର ଦୀର୍ଘ ଦିନ ହେଲା ବାମ ଆଣ୍ଠୁରେ ସମସ୍ୟା ଦେଖା ଦେଇଛି। ଗତ ଫେବୃୟାରୀରେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମାଚ୍‌ରେ ଖେଳିବାବେଳେ ସେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା। ୟୁକେକୁ ଫେରିବା ପରେ ସେ ତାଙ୍କର ସ୍କାନ କରାଇଥିଲେ।

Share