କିଡ୍‌ନୀ ଦେଇ ସ୍ତ୍ରୀଙ୍କ ଜୀବନ ବଞ୍ଚାଇଥିଲେ ସ୍ବାମୀ, ଛାଡପତ୍ର ହେବାରୁ କହିଲେ, ‘ମୋ କିଡନୀ ଫେରା’

ଓ୍ବାଶିଂଟନ୍‌,୨୧।୨: ଛାଡପତ୍ରର ବିଭିନ୍ନ ଘଟଣା ଦେଖିବାକୁ ପାଇଥିବେ। କିନ୍ତୁ ଏହି ମାମଲା ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ। ଛାଡପତ୍ର ପରେ ସ୍ବାମୀ-ସ୍ତ୍ରୀ କ୍ଷତିପୂରଣ ପାଇଁ ଟଙ୍କା ମାଗିଥା’ନ୍ତି। କିନ୍ତୁ ଏହି ଘଟଣାରେ ବ୍ୟକ୍ତିଜଣକ କିଡନୀ ମାଗିଛନ୍ତି। ଘଟଣା ଜାଣି ତାଜୁବ ହୋଇଯିବେ।

ଘଟଣାଟି ଆମେରିକାର। ବ୍ୟକ୍ତି ଜଣକ ହେଲେ ଡ. ରିଚାର୍ଡ ବତିସ୍ତା। ସେ ଛାଡପତ୍ରରେ ନିଜ ସ୍ତ୍ରୀଙ୍କ ଠାରୁ କିଡନୀ ମାଗିଛନ୍ତି। କିଡନୀ ନ ଦେଇ ପାରିଲେ ତା’ ବଦଳରେ ୧.୨ ମିଲିୟନ ପାଉଣ୍ଡର ଟଙ୍କା ଫେରେଇବାକୁ କହିଛନ୍ତି। ଏହି ଦମ୍ପତିଙ୍କ ବିବାହ ୨୦୦୯ରେ ହୋଇଥିଲା। ଦୁହିଁଙ୍କ ୩ଟି ପିଲା ଅଛନ୍ତି। ସ୍ତ୍ରୀଙ୍କ ଦୁଇଟି ଯାକ କିଡନୀ ଫେଲ୍‌ ହୋଇଯିବାରୁ ରିଚାର୍ଡ ସ୍ତ୍ରୀଙ୍କୁ କିଡନୀ ଡୋନେଟ୍‌ କରିଥିଲେ। କିନ୍ତୁ ଏହି ଘଟଣାର ୪ବର୍ଷ ପରେ ଦୁହିଁଙ୍କର ବିଚ୍ଛେଦ ହୋଇଥିଲା। ରିଚାର୍ଡ ତାଙ୍କ ସ୍ତ୍ରୀଙ୍କର ଆଫାଏର ଥିବା ନେଇ ଅଭିଯୋଗ କରିଛନ୍ତି। ଛାଡପତ୍ର ପରେ ସେ ତାଙ୍କ ସ୍ତ୍ରୀଙ୍କୁ କିଡନୀ ଫେରାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର...

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ...

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ...

ସ୍ତ୍ରୀଙ୍କୁ କାର୍‌ରେ ଦେଶ ବୁଲାଉଛନ୍ତି

ନୋଏଡା: ଉତ୍ତର ପ୍ରଦେଶର ନୋଏଡାରେ ରହୁଥିବା ଅବସରପ୍ରାପ୍ତ ଅଜୟ ତୋମାର (୬୨) ଓ ତାଙ୍କ ସ୍ତ୍ରୀ ସୁନୀତା ତୋମାର(୫୮) ସେମାନଙ୍କ କାର୍‌ରେ ସାରା ଭାରତ ଭ୍ରମଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri