ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ ସମେତ ଜନ ସେବାକେନ୍ଦ୍ରରେ ଭିଡ଼ ଜମୁଥିବା ବେଳେ ଟ୍ରାଫିକ ସମସ୍ୟା ଉପୁଜୁଛି। ଅନ୍ୟପଟେ ପେଟ ପାଟଣା ପାଇଁ ଉଠାଦୋକାନୀ ମାନଙ୍କ ଭିଡ। ଜାତୀୟ ରାଜପଥ କଡ଼ରେ ଦୋକାନ ଗୁଡିକ ମାଳମାଳ ହୋଇ ଥିବାରୁ ଦାରିଙ୍ଗବାଡିର ଟ୍ରାଫିକ ସମସ୍ୟା ଦ୍ବିଗୁଣିତ ହୋଇପଡିଛି।
ଏଥିରେ ସୁଧାର ଆଣିବା ପାଇଁ ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇଆସି ରମେଶ କୁମାର ପ୍ରଧାନ, ସବଇନ୍ସପେକ୍ଟର ଜୟନ୍ତ ସେଠୀ ପ୍ରମୁଖ ସଦଳବଳ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମୁଖ୍ୟ ଫାଟକଠାରୁ ଆରମ୍ଭ କରି ତିନିଛକ ମଧ୍ୟରେ ରହିଥିବା ଉଠାଦୋକାନୀଙ୍କୁ ଉଠାଇଥିଲେ। ଶୀଘ୍ର ରାଜପଥ ଛାଡି ଅନ୍ୟତ୍ର ବ୍ୟବସାୟୀ କରିବାକୁ ପରାମର୍ଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ...

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri