‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ। ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଆଉ କିଛି କ୍ୱାର୍ଟରକୁ କିଛି ଲୋକ ଅକ୍ତିଆର କରିବସିଛନ୍ତି। ଜିଏ ବିଭାଗ ଏନେଇ ଏକ ତାଲିକା ପ୍ରସ୍ତୁତ କରୁଛି, ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହେଲାଣି। ପୁରୁଣା କ୍ୱାର୍ଟରକୁ ଭାଙ୍ଗି ନୂଆ କ୍ୱାର୍ଟର ସବୁ ତିଆରି କରାଯିବ। ଯେପରିକି ଗୋଟିଏ ସ୍ଥାନରେ ବହୁ ଲୋକ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ...

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ...

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ...

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା...

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ...

କ୍ଲାଇମେଟ୍‌ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ ଉପରେ ଆଲୋଚନା, ବିଶେଷଜ୍ଞ ପ୍ୟାନେଲରେ…

ଭୁବନେଶ୍ୱର,୨୪।୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ଏନେଇ ସଚେତନ ହେବାସହ ଅନ୍ୟମାନଙ୍କୁ ଏଥିରେ ସାମିଲ କରିପାରିବେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri