

Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All

କିପରି ହୁଏ ନୂଆ ପୋପ୍ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା
ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍.ଡି., ଏମ୍ବିଏ, ଲ’ ଗ୍ରାଜୁଏଟ
ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍ଅର୍ଡିନେଟ ଆଣ୍ଡ୍ ମିନିଷ୍ଟ୍ରିଆଲ ଷ୍ଟାଫ୍ ସିଲେକ୍ସନ ବୋର୍ଡ (ଆର୍ଏସ୍ଏମ୍ଏସ୍ଏସ୍ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ
ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ
ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍ଜିଏନ୍ଆର୍ଇଜିଏସ୍ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ
ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ
ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ
କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...