ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଟାଣୁଆ ନେତା

କବିସୂର୍ଯ୍ୟନଗର,୧୦।୪: ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ଥିଲେ। ପରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri