ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍‌କା

ମନେଲା,୯।୮: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୫.୪ ତୀବ୍ରତାରେ ମିଣ୍ଡାନାଓ ଥରି ଉଠିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସୂଚନାନୁସାରେ ଭୂକମ୍ପ ଭୂମି ଠାରୁ ୧୦କି.ମି ଗଭୀରରେ କେନ୍ଦ୍ରୀଭୂତ ହୋଇଥିଲା।

Share