ଭୁବନେଶ୍ୱର,୧୮।୩: ନୂଆ UGC ନୀତିକୁ ଛାତ୍ର କଂଗ୍ରେସ ବିରୋଧ କରିଛି। ଏହାକୁ ନେଇ ମଙ୍ଗଳବାର ଭୁବନେଶ୍ବର ଲୋୟର ପିଏମ୍ଜିରେ ଛାତ୍ର କଂଗ୍ରେସ ବିକ୍ଷୋଭ କରିଛି। ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି।