ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଛି। ତେବେ କେଉଁ ପରିସ୍ଥିତିରେ ସେ ଛାତରୁ ପଡ଼ିଛନ୍ତି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି...

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

ସାବଧାନ! ଆପଣଙ୍କ ଘର ମୂଳଦୁଆ ହୋଇପାରେ ଦୁର୍ବଳ: ରାଜ୍ୟରେ ମିଳୁଛି ନକଲି ଲୁହାଛଡ଼

ଭୁବନେଶ୍ୱର,୨।୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image