Posted inଜାତୀୟ

ନାବାଳିକାଙ୍କୁ ଘରକୁ ଡାକି ସାଙ୍ଗ ମାନଙ୍କ ସହିତ କଲେ ଗଣବଳାତ୍କାର, ୪ ନାବାଳକ ଗିରଫ

ନୂଆଦିଲ୍ଲୀ,୧୫।୨: ରାଜସ୍ଥାନର କୋଚିଂ ହବ୍ କୋଟରେ ଜଣେ ନାବାଳିକାଙ୍କୁ ଚାରି ସହପାଠୀ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୪ ନାବାଳକଙ୍କୁ ଗିରଫ କରିଥିବା ପୋଲିସ କହିଛି। ନାବାଳିକା ଜଣକ କୁନ୍ହାଡି ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିବା ପରେ ଏହି ମାମଲା ସାମ୍ନାକୁ ଆସିଥିଲା। ଏହି ଘଟଣା ଲ୍ୟାଣ୍ଡମାର୍କ କୋଚିଂ ଏରିଆର ଏକ ଫ୍ଲାଟରେ ଘଟିଥିବା ଜଣାପଡିଛି।

ଅତିରିକ୍ତ ପୋଲିସ ଅଧୀକ୍ଷକ ଉମା ଶର୍ମା କହିଛନ୍ତି ଫେବୃଆରୀ ୧୦ ରେ ଏହି ଘଟଣା ଘଟିଥିବା ବେଳେ ଫେବୃଆରୀ ୧୩ ରେ ଥାନାରେ ମାମଲା ରୁଜୁ ହୋଇଥିଲା। ଏହା ପରେ ପୋଲିସ ତୁରନ୍ତ ସକ୍ରିୟ ହୋଇ ପୀଡିତାଙ୍କୁ ମେଡିକାଲରେ ଯାଞ୍ଚ କରିଥିଲା। ପୋଲିସର ସୂଚନାନୁସାରେ, ପୀଡିତା ଛାତ୍ର ଜଣକ ଅଭିଯୁକ୍ତଙ୍କୁ ଆଗରୁ ଜାଣିଥିଲେ ଏବଂ ତାଙ୍କ ଫ୍ଲାଟକୁ ଦେଖା କରିବାକୁ ଯାଇଥିଲେ। ଯେଉଁଠାରେ ଅନ୍ୟ ନାବାଳକମାନଙ୍କ ସହ ମିଶି ସେ ତାଙ୍କୁ ବଳାତ୍କାର କରିଥିଲେ।

ସୂଚନା ମୁତାବକ ପୀଡିତା ଜଣକ ସୋସିଆଲ ମିଡିଆ ମାଧ୍ୟମରେ ଜଣେ ବାଳକଙ୍କ ସଦାହ ପରିଚୟ ହୋଇଥିଲେ। ଏହାପରେ କିଛି ସମୟ ତାଙ୍କ ସହ ଯୋଗାଯୋଗରେ ରହିଥିଲେ। ଏହାପରେ ବାଳକ ପୀଡିତାଙ୍କୁ ସାକ୍ଷାତ କରିବାକୁ ତାଙ୍କ ଘରକୁ ଡାକିଥିଲା। ତେବେ ପୀଡିତା ଫ୍ଲାଟରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗଣବଳାତ୍କାର କରାଯାଇଥିଲା। ପୀଡିତା ମୂଳତ ହରିୟାଣାର ବାସିନ୍ଦା ଏବଂ ବର୍ତ୍ତମାନ କୋଟାରେ କୋଚିଂ ନେଉଛନ୍ତି।

ପୋଲିସର ତଦନ୍ତରୁ ଜଣାପଡିଛି ଯେ ଜଣେ ନାବାଳକ ଛାତ୍ରଙ୍କୁ ବଳାତ୍କାର କରିଥିବା ଚାରିଜଣ ଅଭିଯୁକ୍ତ ପଶ୍ଚିମବଙ୍ଗ, ବିହାର ଏବଂ ଅନ୍ୟାନ୍ୟ ରାଜ୍ୟରୁ ଆସି କୋଚିଂ ନେଉଛନ୍ତି। ଏହି ମାମଲାର ସମ୍ପୂର୍ଣ୍ଣ ତଦନ୍ତ ବର୍ତ୍ତମାନ ଡିଏସପି ଖେଲ ସିଂଙ୍କ ଦ୍ୱାରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦’ କୁ ନେଇ ଇନ୍ଦିରାଙ୍କୁ ମାନେ ପକାଇଲେ ଅମିତ ଶାହା, ଜାଣନ୍ତୁ କାହିଁକି ?

ପରଭାନି/ଜଲଗାଓଁ/ଧୁଲେ,୧୩ା୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସ୍ବର୍ଗରୁ ଓହ୍ଲାଇ ଆସିଲେ ବି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିପାରିବେ...

ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କଲେ ଯୋଗୀ ସରକାର, କହିଲେ…

ଲକ୍ଷ୍ନୌ,୧୩।୧୧: ୟୁପିର ଯୋଗୀ ସରକାର ସୁପ୍ରିମକୋର୍ଟଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଇଥିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଜଣେ ଅଭିଯୁକ୍ତ ବୋଲି ତାଙ୍କ ଘରକୁ ଭାଙ୍ଗିଦିଆଯିବା ଉଚିତ...

୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ମୋଦି ବି ପାଳନ କରିଛନ୍ତି ବୁଲ୍‌ଡୋଜର ଆଇନ: ଓଓ୍ବାଇସି

ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍‌ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ...

ଭାଷଣ ଦେଉଥିଲେ ମୋଦି, ହଠାତ୍‌ ମୋଦିଙ୍କ ଗୋଡ ଧରି ପକାଇଲେ ନୀତିଶ, ଆଉ ତା’ ପରେ…

ପାଟନା,୧୩।୧୨: ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ...

ଟେଲିଗ୍ରାମ ସିଇଓଙ୍କ ନିଆରା ଅଫର୍‌: ‘ମୋର ସ୍ପର୍ମ ନିଅନ୍ତୁ, ମାଗଣାରେ ଆଇଭିଏଫ୍‌ ଟ୍ରିଟ୍‌ମେଣ୍ଟ କରନ୍ତୁ’; ସର୍ତ୍ତ କେବଳ…

ନୂଆଦିଲ୍ଲୀ,୧୩।୧୧: ପୁଣି ଚର୍ଚ୍ଚାରେ ଟେଲିଗ୍ରାମ୍‌ ଆପ୍‌ର ସିଇଓ ପାଭେଲ୍‌ ଡ୍ୟୁରୋଭ। ନିକଟରେ ସେ ୧୦୦ରୁ ଅଧିକ ପିଲାଙ୍କ ଜୈବିକ ପିତା ବୋଲି କହି ବିଶ୍ୱକୁ ଚମକାଇଥିଲେ।...

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ନୂଆବର୍ଷରେ ମିଳିପାରେ ଖୁସି ଖବର!

ନୂଆଦିଲ୍ଲୀ,୧୩।୧୧: ଗତ ମାସରେ ମୋଦି ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଫଳରେ କେନ୍ଦ୍ର ସରକାରୀ କର୍ମଚାରୀମାନେ ଡିଏରେ ଆଉ ୩% ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri