ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ସଦର ନିର୍ବାଚନ ମଣ୍ଡଳୀର ଭାଜପା ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ନେତୃତ୍ୱରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଯୋଗଦେଇଥିବା ଦଳ ପକ୍ଷରୁ କୁହାଯାଇଛି।

ଏଥିରେ ନଗର ଭାଜପାର ଉପସଭାପତି ପ୍ରଦୀପ ବେହେରା, ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରିୟଙ୍କା ସିଂହ ରାଣା, ନଗର କାର୍ଯ୍ୟକର୍ତ୍ତା ପ୍ରିୟବ୍ରତ ଜେନା, ସେହେନସା ଖାନ, ଦେବାଶିଷ ଦାସ, ସୂର୍ଯ୍ୟକାନ୍ତ ଜେନା, ସୁବ୍ରତ ବ୍ରହ୍ମ, ଅଭୟ ବ୍ରହ୍ମ, କିରଣ ରାୟ, ୧୮ନମ୍ବର ୱାର୍ଡର ୱାର୍ଡମେମ୍ବର କିରଣ ସୋରେନ, କୁରୁରବା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ମିଶ୍ରଣ ପର୍ବ ପରେ ଅବିନାଶ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ସଦସ୍ୟତା ଅଭିଯାନରେ ୪୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସଦସ୍ୟତା ଗ୍ରହଣ କରି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image