ମୋବାଇଲ ପାଇଁ ଜୀବନ ହାରିଲେ ଛାତ୍ର

ବୋଡେନ,୨୦।୧୧(ଡି.ଏନ୍‌.ଏ.): ଜଣେ ଯୁକ୍ତ ଦୁଇ ଛାତ୍ର ମୋବାଇଲ କିଣିବାକୁ ବାପାଙ୍କୁ ପଇସା ମାଗିଲେ। ବାପା ଧାନ ବିକ୍ରି ପରେ ମୋବାଇଲ କିଣିବାକୁ କହିଥିଲେ। ହେଲେ ଛାତ୍ର ଜଣକ ରାଗି ଦଉଡ଼ି ଦେଇ ଆମତ୍ହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲା ବୋଡେନ ଥାନା କର୍ଲାକୋଟ ପଞ୍ଚାୟତ ଅଧୀନ କିରେକେଲା ଗ୍ରାମରେ।

ମିଳିଥିବା ସୂଚନା ମୁତାବକ, କିରେକେଲା ଗ୍ରାମର ଓଙ୍କାର ମାଝି(୧୭) ଯୁକ୍ତ ୨ରେ ପଢୁଥିଲେ। ଓଙ୍କାର ମୋବାଇଲ କିଣିବାକୁ ବାପାଙ୍କୁ କହି ଆସୁଥିଲେ। ହେଲେ ସେ ୧୪ତାରିଖରେ ମୋବାଇଲ୍‌ କିଣିବାକୁ ଜିଦ୍‌ ଧରିଥିଲେ। ହେଲେ ବାପା ପଇସା ନାହିଁ, ଧାନ ବିକିବା ପରେ ମୋବାଇଲ୍‌ କିଣିବାକୁ କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଓଙ୍କାର ଘରୁ ଚାଲି ଯାଇଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି ପରେ ମଧ୍ୟ କୌଣସି ପତ୍ତା ପାଇ ନ ଥିଲେ। ନିଖୋଜ ୫ଦିନ ପରେ ଶନିବାର ଗାଁ ପାଖ ଜଙ୍ଗଲ ଏକ ଗଛରେ ଓଙ୍କାରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଗାଁ ଲୋକେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ବୋଡେନ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମହୁଲ ଫୁଲ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଅବକାରୀ ବିଭାଗର ଚାବୁକ

ଦାରିଙ୍ଗବାଡି,୯।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ମହୁଲ ଗୋଦାମରେ ଚଢ଼ାଉ କରି ପ୍ରାୟ ୫୦ ଛୋଟ...

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା...

କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ​​ଯେତେବେଳେ...

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର...

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି।...

ଆରଜେ ମହଭାସ୍ ଙ୍କ ସହ ଫଟୋ ପୋଷ୍ଟ କଲେ ୟୁଜଭେନ୍ଦ୍ର ଚହଲ୍, ତା’ପରେ ଲେଖିଲେ ଏମିତି

ନୂଆଦିଲ୍ଲୀ,୯।୪: ପଞ୍ଜାବ କିଙ୍ଗସ୍ ଷ୍ଟାର ସ୍ପିନର୍ ୟୁଜଭେନ୍ଦ୍ର ଚହଲ୍ ବୁଧବାର ତାଙ୍କ ଇନଷ୍ଟାଗ୍ରାମ୍ ଷ୍ଟୋରୀରେ ଆରଜେ ମହଭାସ୍ ଙ୍କ ସହ ଏକ ଫଟୋ ପୋଷ୍ଟ କରିଛନ୍ତି।...

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ...

ଆସିଲା ବଡ଼ ଅପଡେଟ୍‌: ଏଥର ଅକ୍ଷୟ ତୃତୀୟାରେ ବଢିବ ନା କମିବ ସୁନା!

ନୂଆଦିଲ୍ଲୀ,୯।୪: ଆଉ କିଛିଦିନ ପରେ ଅକ୍ଷୟ ତୃତୀୟା। ଏହି ଅବସରରେ ସୁନା କିଣିବାର ପରମ୍ପରା ରହିଛି। ଏବେ ସୁନାଦର ଖସୁଥିବାବେଳେ ସୁନାପ୍ରେମୀମାନେ ଅପେକ୍ଷା କରିଛନ୍ତି। ଯଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image