ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ

ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍‌ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ ୧ରୁ ଗୋଟିଏ ସପ୍ତାହରେ ପ୍ରତି ପିଲାଙ୍କୁ ୩ଟି ଲଡୁ ଦିଆଯିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପିଏମ୍‌ ପୋଷଣର ରାଜ୍ୟ ନୋଡାଲ ଅଧିକାରୀ ଗିରିଶ ଚନ୍ଦ୍ର ସିଂହ ସବୁ ଜିଲାପାଳଙ୍କୁ ସୂଚନା ଦେଇଛନ୍ତି।

ବିଦ୍ୟାଳୟରେ ପାଠପଢ଼ୁ୍‌ଥିବା ପିଲାମାନେ ମାଣ୍ଡିଆ, ଗୁଡ଼, ବାଦାମ ଓ ଘିଅଯୁକ୍ତ ପୋଷଣ ଲଡୁ ଖାଇପାରିବେ। ପିଏମ୍‌ ପୋଷଣ ଯୋଜନା ଅଧୀନରେ ପିଲାଙ୍କୁ ଏହି ଲଡୁ ମିଳିବ। ପୂର୍ବରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ କେବଳ ଭାତ, ଡ଼ାଲି, ସୋୟାବଡ଼ି ତରକାରୀ ଏବଂ ଅଣ୍ଡା ତରକାରୀ ଦିଆଯାଉଥିଲା। ଏବେ ସୋମବାର, ମଙ୍ଗଳବାର ଏବଂ ଗୁରୁବାର ସକାଳ ସମୟରେ ପିଲାଙ୍କୁ ପୋଷଣ ଲଡୁ ଦିଆଯିବ ବୋଲି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ଶ୍ରୀରାମ ନବମୀ ପାଳିତ ହୋଇଯାଇଛି। ଏହି ଅବସରରେ ଶିବମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପ୍ରଥମେ ପୂଜାର୍ଚ୍ଚନା ସହ ସାମୁହିକ ହନୁମାନ...

ଗାଁରେ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରିଥିଲି

ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଓ୍ବାଲିପୁର ଗାଁର କୌଶଲ୍ୟା ଜେନା ଓ ସ୍ବର୍ଗତ ନୀଳାମ୍ବର ଜେନାଙ୍କ ମୁଁ ହେଲି ସାନପୁଅ। ବାପା...

ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ଦରମା ଜାଣିଲେ ଉଡିବ ହୋସ୍‌, ପୂଜାରୀ ହୋଇ ବି ପ୍ରତି ମାସରେ ମିଳେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୪: ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ସୂର୍ଯ୍ୟ ତିଳକ କରାଯାଇଛି। ଅଯୋଧ୍ୟାର ଭବ୍ୟ ଶ୍ରୀରାମ ଜନ୍ମଭୂମି ମନ୍ଦିର...

US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍‌ ହାଉସ! ଭିଡିଓକୁ ନେଇ ନୂଆ ବିବାଦ

ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ...

ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…

ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି...

କାର୍ଯ୍ୟାଦେଶ ମିଳିଲା, ଜାଗା ନାହିଁ, ଚିନ୍ତାରେ ହିତାଧିକାରୀ ପୂର୍ବରୁ ଅନେକ ଥର ପ୍ରଶାସନକୁ ଜଣାଇ ଜାଗା ଖଣ୍ଡେ ମିଳିନି ତାଙ୍କୁ

ଜି.ଉଦୟଗିରି,୬୪(ଚିନ୍ମୟ କୁମାର ସେଠୀ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କରିବା ନିମନ୍ତେ କାର୍ଯ୍ୟାଦେଶ ମିଳିଛି ଜଣେ ହିତାଧିକାରୀଙ୍କୁ। ମାତ୍ର ଘର ତିଆରି କରିବା ପାଇଁ ତାଙ୍କର...

୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ

ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ ହୋଇଛି। ୧୬ ବର୍ଷର ନାବାଳକ ବଳାତ୍କାର କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରିଆମାଳ...

ସରପଞ୍ଚଙ୍କୁ ବାଦ୍‌ ଦେଇ ପିଇଓ ପାଳିଲେ ସ୍ବଚ୍ଛତା ପକ୍ଷ, ତେଜୁଛି ବିବାଦ

ପାଟଣା,୬ା୪(ବୀରକିଶୋର ଦାଶ): ରାଜ୍ୟ ସରକାର ଏପ୍ରିଲ ୧ରୁ ୧୪ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରୁଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥଜୀଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image