ଥମୁନି କିଟ୍‌ ଅଶାନ୍ତି: ଖରାରେ ବସି ଛାତ୍ରୀଛାତ୍ର କଲେ ପ୍ରତିବାଦ, ଆଣିଲେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର,୧୮।୨: ଥମୁନି କିଟ୍‌ ଅଶାନ୍ତି। ପ୍ରଚଣ୍ଡ ଖରାରେ ବସି ଛାତ୍ରୀଛାତ୍ର ନୀରବ ପ୍ରତିବାଦ କରିଛନ୍ତି। କିପରି ହଷ୍ଟେଲ ଛାଡ଼ିବା ପାଇଁ ବାଧ୍ୟ କରାଯାଇଥିଲା ତାହା ଛାତ୍ରୀଛାତ୍ର କହିଛନ୍ତି। ମାଡ଼ ମରାଯିବା ସହ ମୋବାଇଲ, ଲାପଟପ ଛଡ଼ାଇ ନେଇଥିବା ଅଭିଯୋଗ କରିଛନ୍ତି ଛାତ୍ରୀଛାତ୍ର। ହଷ୍ଟେଲ ୱାର୍ଡେନ ଜୟନ୍ତୀ ନାଥ ଓ ମଞ୍ଜୁସା ପାଣ୍ଡେଙ୍କ ନାଁରେ ଅଭିଯୋଗ ହୋଇଛି। ଛାତ୍ରୀଛାତ୍ର କହିବାଅନୁସାରେ, ଦୁହେଁ ସାଧାରଣରେ କ୍ଷମା ପ୍ରାର୍ଥନା କରିବା ସହ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନିରପେକ୍ଷ ତଦନ୍ତ ହେଉ। ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ କିଛି ଲୁଚାଇବାକୁ ଚେଷ୍ଟା କରୁଛନ୍ତି। କାହିଁକି ଘଟଣା ପରେ ପୋଲିସକୁ ନ ଡାକି ଅନ୍ୟମାନଙ୍କୁ ଡାକିଥିଲେ ବୋଲି ଛାତ୍ରୀଛାତ୍ର କହିଛନ୍ତି।

ଅନ୍ୟପଟେ KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ କର୍ତ୍ତୃପକ୍ଷ ସଫେଇ ରଖିଛନ୍ତି। ଘଟଣାରେ ଚାରିଆଡୁ ଚାପ ପଡିବା ପରେ ମତ ବଦଳାଇବା ସହିତ ଛାତ୍ରମାନଙ୍କୁ ମାଡ଼ ମାରିଥିବା ୨ ସିକ୍ୟୁରିଟି ଗାର୍ଡଙ୍କୁ ବହିଷ୍କାର କରାଯାଇଛି। ସୋମବାର କ୍ୟାମ୍ପସରୁ ଯାଇଥିବା ପିଲାଙ୍କୁ ତୁରନ୍ତ ହଷ୍ଟେଲ ଅଣାଯାଇଛି। ଏହି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଏଥିପାଇଁ କିଟ୍‌ ଦୁଃଖିତ ବୋଲି ଏକ ବିଜ୍ଞପ୍ତିରେ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୩॥୧୨: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଗାଁର।ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ...

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ...

IS ଟାର୍ଗେଟରେ ଶିବରାଜ, ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୧୩।୧୨: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟପ୍ରଦେଶ ଡିଜିପିଙ୍କୁ ଏକ ଚିଠି ପଠାଇ କହିଛି...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...

ଇଣ୍ଡିଗୋ ସଙ୍କଟକୁ ନେଇ ନୂଆ ଟୁଇଷ୍ଟ, DGCA ଯାଞ୍ଚରେ ଆସିଲା ଚମକାଇବା ଭଳି ତଥ୍ୟ, ଜାଣିଶୁଣି କରାଯାଇଥିଲା…

ନୂଆଦିଲ୍ଲୀ,୧୩।୧୨: ସମ୍ପ୍ରତି, ଇଣ୍ଡିଗୋ ବିମାନ ବାତିଲ ଯୋଗୁ ଲକ୍ଷ ଲକ୍ଷ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଲୋକମାନଙ୍କୁ କିଛି ଦିନ ପାଇଁ ସେମାନଙ୍କର ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri