ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ୟୁକ୍ରେନ୍‌ରୁ ଫେରିଥିବା ଛାତ୍ରୀଛାତ୍ର

ଭୁବନେଶ୍ୱର,୩।୨(ବ୍ୟୁରୋ): ଯୁଦ୍ଧକ୍ଷେତ୍ରରୁ ଭାରତୀୟମାନଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଅପରେସନ ଗଙ୍ଗା ଜାରି ରହିଛି । ରାଜ୍ୟ ସରକାରଙ୍କ ପ୍ରଚେଷ୍ଟାରୁ ୟୁକ୍ରେନ୍‌ରୁ ଫେରୁଥିବା ଓଡିଆ ଡାକ୍ତରୀ ଛାତ୍ରୀଛାତ୍ରମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୟୁକ୍ରେନ୍‌ରୁ ଫେରୁଥିବା ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ନିଜସ୍ବ ଖର୍ଚ୍ଚରେ ଦିଲ୍ଲୀରେ ରହିବା ଓ ଖାଇବାର ବ୍ୟବସ୍ଥା କରିଛନ୍ତି । ଯୁଦ୍ଧ ସମୟରେ ମାନସିକ ଚାପରେ ଥିବା ଛାତ୍ରୀଛାତ୍ରମାନେ ସୁରକ୍ଷିତ ଭବେ ଫେରି ଆସିଥିବାରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍: ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ ଖୁବ ଶୀଘ୍ର ପରିବର୍ତ୍ତନ ହେବ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ପୁରୁଣା ଡିଜାଇନ୍ ଆଉ...

ଚାଷୀଙ୍କ ପାଇଁ କାଳ ସାଜିଛି ଲଘୁଚାପ ବର୍ଷା: ଖଳାରେ ଭିଜୁଛି ପାଚିଲା ଧାନ

ବାଲିଗୁଡ଼ା,୨୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ,୨୦।୧୨(ଅଜିତ୍‌ ବାରିକ): ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୌଦ୍ଧ ଜିଲାର ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର...

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ...

ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ପିକଅପ୍‌: ଚାଲିଗଲା ଜଣଙ୍କ ଜୀବନ, ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଚିତ୍ର

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ଟିକେଟ୍‌ ଯାଞ୍ଚ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…

ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ...

ଭର୍ତ୍ତୃହରୀ ମହତାବଙ୍କୁ ବଡ଼ ଦାୟିତ୍ୱ ଦେବେ କେନ୍ଦ୍ର ସରକାର, ଏହି ପଦରେ…

ନୂଆଦିଲ୍ଲୀ,୨୦।୧୨: ‘ଏକ ଦେଶ, ଏକ ନିର୍ବାଚନ’ ପାଇଁ ଗଠିତ ଜେପିସି ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ଭର୍ତ୍ତୃହରୀ...

ଲଘୁଚାପ ବର୍ଷା: ବିଲରୁ ଧାନ ଉଠାଇବାରେ ବ୍ୟସ୍ତ ଚାଷୀ

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri