ପ୍ରଧାନ ଶିକ୍ଷକଙ୍କ ବଦଳି ବିରୋଧରେ ୪ ଦିନ ହେଲା ପାଠପଢା ବନ୍ଦ

ଜୁନାଗଡ଼,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କେଲିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ବଦଳିକୁ ନେଇ ବିବାଦ ଦେଖାଦେଇଛି। ଗତ କିଛି ଦିନ ତଳେ ପ୍ରଧାନଶିକ୍ଷକଙ୍କୁ ହଠାତ୍‌ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିଲା। ଏହାକୁ ବିରୋଧ କରି ୪ ଦିନ ହେଲା ସ୍ଥାନୀୟ ଗ୍ରାମବାସୀ ଓ ସ୍କୁଲ ପରିଚାଳନା କମିଟି କର୍ମକର୍ତ୍ତା ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ବୁଧବାର ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚିଛି। ହେଲେ ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ପାଠପଢାରେ ବ୍ୟାଘତ ହୋଇଛି। ବଦଳି ହୋଇଥିବା ପ୍ରଧାନ ଶିକ୍ଷକ ନରୋତ୍ତମ ନାଏକଙ୍କୁ ଫେରେଇ ନ ଆଣିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଗ୍ରାମବାସୀ ଏବଂ ସ୍କୁଲ ପରିଚାଳନା କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଦଫା ଦାବି ନେଇ ଦାବିପତ୍ର ପ୍ରଦାନ

ଦେବଗଡ,୨୯।୩(ଶଶାଙ୍କ ଶେଖର ଝାଙ୍କର):ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି, ଦେବଗଡ, ପାଳଲହଡା ପକ୍ଷରୁ ଏକ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହେବାସହ ମାନ୍ୟବର ମୂଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେବଗଡ...

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା...

ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ...

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର...

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ...

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ...

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image