ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେହିପରି ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟି ଏବଂ ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି।

ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି।ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି। ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri