Posted inଜାତୀୟ

ପୋର୍ଟେବୁଲ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ ବାଲେଶ୍ୱର, ୨୭।୯ : ଡିଆରଡିଓ ପକ୍ଷରୁ ସଫଳତାର ସହିତ ୟଏକ ପୋର୍ଟେବଲ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏନେଇ ଭାରତୀୟ ସେନା ଦୀର୍ଘ ସମୟ ଧରି ଗବେଷଣା କରୁଥିଲା। ଏହି କ୍ଷେପଣାସ୍ତ୍ର ଶର୍ଟ ରେଞ୍ଚ ବିଶିଷ୍ଟ। ଏହା ଉଡ଼ୁଥିବା ବସ୍ତୁକୁ ବିଶେଷ ଭାବରେ ଯେକୌଣସି ଉଚ୍ଚତାରେ ଡ୍ରୋନକୁ ଟାର୍ଗେଟ କରିପାରିବ। ଏହା ବ୍ୟତୀତ ଏହାର ରେଞ୍ଜ୍‌ ମଧ୍ୟରେ ଶତ୍ରୁ ହେଲିକପ୍ଟର, ଯୁଦ୍ଧ ବିମାନକୁ ମଧ୍ୟ ଧ୍ୱଂସ କରାଯାଇ ପାରିବ। ଏହି କ୍ଷେପଣାସ୍ତ୍ରକୁ ଅତି ଶର୍ଟ ରେଞ୍ଜ ଏୟାର ଡିଫେନ୍ସ ସିଷ୍ଟମ ଅଧୀନରେ ବିକଶିତ କରାଯାଇଛି। ଯାହାର ଦୁଇଟି ସଫଳ ପରୀକ୍ଷା ଓଡିଶାର ବାଲେଶ୍ୱର ଜିଲାର ଚାନ୍ଦିପୁର ସ୍ଥିତ ଟେଷ୍ଟିଂ ରେଞ୍ଜରେ କରାଯାଇଛି।

ଡିଆରଡିଓର ଏହି ସଫଳତା ଭାରତକୁ ବାୟୁ ପ୍ରତିରକ୍ଷା ପ୍ରଣାଳୀ ଥିବା ଦେଶରଗୁଡ଼ିକର କ୍ଲବ୍‌ରେ ପ୍ରବେଶ କରାଇଛି। ଆମେରିକା ଏବଂ ଇଂଲଣ୍ଡ, ୟୁକ୍ରେନକୁ ଏଭଳି ପ୍ରତିରକ୍ଷା ପ୍ରଣାଳୀ ରହିଛିି। ଏହି କ୍ଷେପଣାସ୍ତ୍ର ସିଷ୍ଟମ ହାଇଦ୍ରାବାଦର ଡିଆରଡିଓର ଅନୁସନ୍ଧାନ କେନ୍ଦ୍ର ଇମାରତରେ ଡିଜାଇନ କରାଯାଇଛି। ଯେଉଁଥିରେ ଡିଆରଡିଓ ଲାବୋରେଟୋରୀ ମଧ୍ୟ ସହଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋମୋ ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ

ହାଇଦ୍ରାବାଦ,୩୦।୧୦: ମୋମୋ ନେଲା ଜୀବନ। ହାଇଦ୍ରାବାଦର ବନଜାରା ପାହାଡ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନୀଙ୍କ ଦ୍ୱାରା ବିକ୍ରି ହୋଇଥିବା ମୋମୋ ଖାଇବା ପରେ ଜଣେ...

ମାତ୍ର ୧୦ହଜାର ଟଙ୍କା ଜମା କଲେ ରିଟର୍ନରେ ମିଳିବ ୭ଲକ୍ଷ ଟଙ୍କା, ପୋଷ୍ଟାଲର ଏହି ସ୍କିମ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୩୦।୧୦: ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାରରେ ପରିବର୍ତ୍ତନ ଘୋଷଣା କରିବାକୁ ଅର୍ଥ ମନ୍ତ୍ରଣାଳୟ ଘୋଷଣା କରିଥିଲେ। ଏହି ପରିବର୍ତ୍ତନ ଅଧୀନରେ...

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ...

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri