Posted inରାଜ୍ୟ

ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୁଳପତିମାନଙ୍କ ବୈଠକରେ ଯେଉଁ ନିଷ୍ପତ୍ତି ହୋଇଛି, ସେଥିରେ ଗୋଟିଏ କଥା ପରୀକ୍ଷା ପ୍ରାୟତଃ ହେବ। ଏହା ହେବା ଠିକ୍‌। ତେଣୁ ଛାତ୍ରୀଛାତ୍ରମାନଙ୍କୁ ମୋର ଅନୁରୋଧ ସେମାନେ ପାଠପାଢ଼ା ଜାରି ରଖନ୍ତୁ।
ବର୍ତ୍ତମାନ ଅନ୍‌ଲାଇନ୍‌ କ୍ଲାସ ଚାଲିଛି। ଜୁନ ସୁଦ୍ଧା ଅନେକ ସ୍ଥାନରେ କୋର୍ସ ପ୍ରାୟତଃ ଶେଷ ହୋଇଯିବ। ତେବେ କୁଳପତିମାନେ କିଛି ଦିନ ସମୟ ମାଗିଛନ୍ତି। ଏହା ଭିତରେ ସେମାନେ ବିଭିନ୍ନ କଲେଜର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନା କରିବେ। ତା’ସହିତ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଛାତ୍ରୀଛାତ୍ରମାନଙ୍କ ସହିତ ଆଲୋଚନା କରିବେ। ପରେ ଜୁନ ୧୮ ତାରିଖରେ ପୁଣି ବୈଠକ ହେବ ଓ ଏଥିରେ ପରୀକ୍ଷା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।
ପରୀକ୍ଷା ହେବାନେଇ କୁଳପତିମାନଙ୍କ ବୈଠକରେ ନିଷ୍ପତ୍ତି ହୋଇଥିବା ବେଳେ, କିପରି ହେବ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri