Posted inଫୁରସତ

ଏମିତି ଦେଶ, ଯେଉଁଠି ଛାଡ଼ପତ୍ରକୁ କୁହାଯାଏ କଳଙ୍କ

ବିଶ୍ୱରେ ଅନେକ ଦେଶରେ ଅନେକ ରୀତିନୀତି ଚାଲିଚଳଣି ରହିଛି। ପ୍ରତ୍ୟେକ ଦେଶର ନିୟମ ପରମ୍ପରା ମଧ୍ୟ ଅଲଗା ଅଲଗା। ଆପଣ ନିଶ୍ଚିତ ଜିମ୍ବାଓ୍ବେ ଦେଶର ନାମ ଶୁଣିଥିବେ। ବିଶେଷକରି କ୍ରିକେଟ କ୍ଷେତ୍ରରେ ଏହାର ବେଶ୍‌ ସୁନାମ ରହିଛି। କିନ୍ତୁ ଜିମ୍ବାଓ୍ବେ ବିଷୟରେ କିଛି ମଜାଦାର କଥା ଅଛି, ଯାହାକୁ ବହୁତ କମ୍‌ ଲୋକ ଜାଣିଥିବେ।

ବିଶ୍ୱର ବିଭିନ୍ନ ଦେଶରେ ଛାଡ଼ପତ୍ର ମାମଲା ସାମ୍ନାକୁ ଆସିଥାଏ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନୋମାଳିନ୍ୟ ଘଟିଲେ ଅନେକ କୋର୍ଟ ପର୍ଯ୍ୟନ୍ତ ଯାଇଥାନ୍ତି। କିନ୍ତୁ ଜିମ୍ବାୱେରେ ଛାଡ଼ପତ୍ର ମାମଲା ଅନ୍ୟ ଦେଶ ତୁଳନାରେ ବହୁତ କମ୍‌ ଅଟେ। ଏହାର କାରଣ ହେଉଛି ଯେ, ଏଠାରେ ଥିବା ମହିଳାମାନେ ଛାଡ଼ପତ୍ରକୁ ଏକ ‘କଳଙ୍କ’ ଭାବରେ ବିବେଚନା କରନ୍ତି ଏବଂ ସେମାନେ ଛାଡ଼ପତ୍ର ନେବାକୁ ପସନ୍ଦ କରି ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ନୁହେଁ ନର୍କ! ଆମେରିକାର ଏହି ଜେଲ୍‌କୁ ଯିବାକୁ ଭୟ କରନ୍ତି କଏଦୀ, ମିଳେ କଳାପାଣିଠାରୁ ଅଧିକ ଦଣ୍ଡ

ଦୁନିଆରେ ଏଭଳି କିଛି ଜେଲ ଅଛି, ଯାହାର କାହାଣୀ ଶୁଣିଲେ ଆପଣଙ୍କ ଲୋମ ଟାଙ୍କୁରୀ ଉଠିବ। ସେଥିରୁ ଗୋଟିଏ ଜେଲ ଆମେରିକା କ୍ୟୁବାର ଗ୍ବାନ୍ତାନାମୋ ବେରେ...

ପାଇଥିଲି ରକ୍ତରେ ଲିଖିତ ପ୍ରେମପତ୍ର

ମୁମ୍ବାଇ: ବିଗତ ଦିନରେ ଚଳଚ୍ଚିତ୍ର ନାୟିକାଙ୍କ ଲାଗି ପ୍ରଶଂସକ ପାଗଳପ୍ରାୟ ଥିଲେ। ଫିଲ୍ମର ଚରିତ୍ର ଭଲ ଲାଗିଲେ ବେଶ୍‌ କିଛି ବର୍ଷ ଯାଏ କଳାକାରଙ୍କୁ ମନେ...

ପିଲା ଜନ୍ମକଲେ ୨୫ରୁ କମ୍‌ ବୟସ୍କାଙ୍କୁ ଲକ୍ଷେ ରୁବଲ

ମସ୍କୋ: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍‌ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ...

କିଏ ସେହି ବ୍ୟକ୍ତି ଯିଏ ପ୍ରଧାନମନ୍ତ୍ରୀଙ୍କୁ ତୁ ବୋଲି ସମ୍ବୋଧନ କରନ୍ତି, ମୋଦି କହିଲେ ଏବେ ଏମିତି ମୋତେ ଡାକିବାକୁ କେହି…

ନୂଆଦିଲ୍ଲୀ,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପଡ୍‌କାଷ୍ଟରେ ତାଙ୍କ ପିଲାଦିନ ଏବଂ ପିଲାଦିନର ବନ୍ଧୁମାନଙ୍କ ବିଷୟରେ କିଛି କଥା ଶେୟାର କରିଛନ୍ତି। ସେ କହିଛନ୍ତି, ଏବେ...

ଏହି ସରକାରଙ୍କ ଆସିଲା ବଡ଼ ଯୋଜନା: ପିଲା ଜନ୍ମ କଲେ ଛାତ୍ରୀଙ୍କୁ ମିଳିବ ଲକ୍ଷେ ରୁବଲ ପ୍ରୋତ୍ସାହନ ରାଶି

ମସ୍କୋ,୧୦ା୧: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍‌ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ...

କାହିଁକି ପାଳନ କରାଯାଏ ବିଶ୍ୱ ହିନ୍ଦୀ ଦିବସ, ଜାଣନ୍ତୁ ଏହା ପଛର କଥା…

ପ୍ରତିବର୍ଷ ୧୦ ଜାନୁଆରୀକୁ ସାରା ବିଶ୍ୱରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଏ। କେବଳ ଭାରତ ନୁହେଁ ବରଂ ଅନେକ ଦେଶ ଏହି ଉତ୍ସବରେ...

୧୯ ବର୍ଷ ପରେ ଅଦ୍ଭୁତ ସଂଯୋଗ: ମକର ସଂକ୍ରାନ୍ତିରେ କରନ୍ତୁ ଏହି କାମ, ସୂର୍ଯ୍ୟ- ଶନିଦେବ ହେବେ ଅତ୍ୟନ୍ତ ଖୁସି

ହିନ୍ଦୁଧର୍ମରେ ମକର ସଂକ୍ରାନ୍ତି ପର୍ବର ବିଶେଷ ମହତ୍ତ୍ୱ ରହିଛି। ସୂର୍ଯ୍ୟ ଯେତେବେଳେ ଧନୁ ରାଶି ଛାଡ଼ି ମକର ରାଶିରେ ପ୍ରବେଶ କରନ୍ତି, ସେତେବେଳେ ମକର ସଂକ୍ରାନ୍ତି...

ଏଠାରେ ଝିଅଙ୍କୁ ବିବାହ କରନ୍ତି ବାପା, ଏହି ଦେଶରେ ରହିଛି ଅଜବ ଆଇନ

ବିଶ୍ୱର ବିଭିନ୍ନ ଦେଶରେ ବିଭିନ୍ନ ପ୍ରକାରର ଆଇନ ଅଛି। ପ୍ରାୟ ପ୍ରତ୍ୟେକ ବିଷୟ ପାଇଁ ଦେଶଗୁଡ଼ିକରେ ଆଇନ ତିଆରି ହୋଇଛି। ଯେମିତି ବି ଆଇନ ହେଉ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri