ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l କିନ୍ତୁ ବର୍ତମାନ ପର୍ଯ୍ୟନ୍ତ ଦଳ ଅଦଳ ବଦଳ ପ୍ରକ୍ରିୟା ଜାରି ରହିଛି । ଗଞ୍ଜାମ ଏନଏସି ଅଞ୍ଚଳର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ମଙ୍ଗଳବାର ତାଙ୍କ ସମର୍ଥକଙ୍କ ସହ ଭୁବନେଶ୍ୱର ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଏଥିସହ ଭାଜପା ଯୁବ ନେତା ବିକ୍ରମ ମହାରଣା ମଧ୍ୟ ଶଙ୍ଖ ଫୁଙ୍ଖିଛନ୍ତି।

ବରିଷ୍ଠ ନେତା ସୁଦାମ ଜେନା ବିଜେଡିରେ ଯୋଗ ଦେବା ପରେ ଗଞ୍ଜାମ ଏନଏସି ବିଜେଡିର ସ୍ଥିତି ସୃଦୃଢ ହୋଇଥିବା ରାଜନୈତିକ ସମୀକ୍ଷକ ମାନେ ମତ ବ୍ୟକ୍ତ କରିଛନ୍ତି l ଗତ ପୌର ନିର୍ବାଚନରେ ସୁଦାମ ଜେନାଙ୍କ ସଫଳ ଗୋଟି ଚାଳନାରେ ସ୍ବାଧୀନ ପ୍ରାର୍ଥୀ ଅଧ୍ୟକ୍ଷା ପଦବୀ ହାତେଇ ଥିଲା l ଭାଜପାକୁ ଏଠାରେ ଶକ୍ତ ଧକ୍କା ଲାଗିଥିବା ଚର୍ଚ୍ଚା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri