ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମ ନ କରି ୮ଲକ୍ଷ ଟଙ୍କା ଉଠାଇନେଇଥିଲେ: ୭ଜଣଙ୍କ ନାଁରେ ଭିଜିଲାନ୍ସରେ ମାମଲା

ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ଆରିକମା ପଞ୍ଚାୟତ ଅଧୀନ ବେଗୁନିଆମୂଳ ଗ୍ରାମର ଶ୍ମଶାନକୁ ଯିବା ପାଇଁ ରାସ୍ତାର ଉନ୍ନତ୍ତୀକରଣ ପାଇଁ ଆସିଥିବା ୮ଲକ୍ଷ ଟଙ୍କା ହରିଲୁଟ...

ଗଞ୍ଜେଇ ଚାଷରେ ସମ୍ପୃକ୍ତ ୨ ଜେଲ ଗଲେ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର)-ବେଆଇନ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବୋରେଇ ଗାଁର ଇଣ୍ଡମ ବଡ଼ ରଇତ ଏବଂ କେଶବ...

୩ ଧାନମଣ୍ଡି ଉଦ୍‌ଘାଟିତ

ଦିଗପହଣ୍ଡି,୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡଡୁମୁଳା ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ମଙ୍ଗଳବାର ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ସମବାୟ ସମ୍ପାଦକ ଶେଷକାନ୍ତ...

କଣାସ ବ୍ଲକରେ ଫଳକଭଙ୍ଗା ରାଜନୀତି

କଣାସ,୮ା୧(ବିଭୁତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ବ୍ଲକର ନୂଆଜଗନ୍ନାଥ ସଡ଼କ ବାଦୁରାବର ଠାରୁ ବଡ଼ାଲ, ଗୋପୀନାଥପୁର ଦେଇ କରମଳାକୁ ସଂଯୋଗ କରୁଥିବା ରାସ୍ତାର ଶିଳାନ୍ୟାସ ଜାନୁଆରୀ...

ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ

ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର...

ଡିଜିଟାଲ ଆର୍ଟରେ ଶୀତ ମହୋତ୍ସବ ପୋଷ୍ଟର କରି ପ୍ରଂଶସା ସାଉଁଟିଲେ ନିହାର

ଦାରିଙ୍ଗବାଡି,୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରେ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ୧୧ ରୁ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାକୁ ରହିଥିବା...

ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ...

କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri