Posted inଜାତୀୟ

ହଠାତ୍‌ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଘରେ ପହଞ୍ଚିଲେ ମୋଦି, ପୂଜାଥାଳି ଧରି କଲେ ଏମିତି କାମ

ନୂଆଦିଲ୍ଲୀ,୧୨।୯: ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦି ଦେଶର ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଘରେ ପହଞ୍ଚିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଦେଶବ୍ୟାପୀ ଗଣେଶତ୍ସୋବ ମହା ଆଡମ୍ବର ସହକାରେ ପାଳନ କରାଯାଉଛି। ସବୁ ସ୍ଥନାରେ ଗଣେଶ ପ୍ରତିମା ସ୍ଥାପନ କରାଯାଇଛି। ତେବେ ଏହି ଅବସରରେ ମୋଦି ଚନ୍ଦ୍ରଚୂଡଙ୍କ ଘରେ ପହଞ୍ଚିଥିଲେ। ତାଙ୍କ ଘରେ ପହଞ୍ଚି ପୂଜାଥାଳି ଧରି ଗଜାନନଙ୍କ ଆରତୀ କରିଥିଲେ। ଏହି ସମୟରେ ଚନ୍ଦ୍ରଚୂଡଙ୍କ ସ୍ତ୍ରୀ କଳ୍ପନା ଦାସ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ସମସ୍ତ ପ୍ରାର୍ଥୀ upsc.gov.in କୁ ଯାଇ ଗୋଟିଏ କ୍ଲିକ୍‌ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଏଥର,...

ଗଞ୍ଜାମ ପୁଲିସରର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image