ପଦ୍ମ ଧରିଲେ ସୁଜିତ

ଭୁବନେଶ୍ୱର,୬।୯:ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ।ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଥିଲା । ତେବେ ଏମ୍‌ପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ବିଜେଡିରୁ ବହିଷ୍କାର ପରେ ଭାଜପା ଅଫିସରେ ପହଞ୍ଚିଥିଲେ  ସୁଜିତ । ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପହଞ୍ଚିଥିଲେ । ଅଳ୍ପ କେଇଟା ସମୟ ପରେ ସୁଜିତ ଭାଜପାରେ ଯୋଗଦେଇପାରନ୍ତି ବୋଲି ଚଚ୍ଚର୍ଚ୍ଚା ହେଉଥିଲା ରାଜ୍ୟ ସଭା ଚେୟାରମ୍ୟାନଙ୍କୁ ଇସ୍ତଫା ପତ୍ର ପଠାଇବାର କିଛି ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର ହୋଇଥିବା ସୂଚନା ମିଳିଛି। ବିଜେଡିରୁ ରାଜ୍ୟ ସଭା ଏମ୍‌ପି ଥିଲେ ସୁଜିତ। ତାଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା। ହେଲେ ଏହା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ...

Kalbaisakhi in Odisha: ଓଡ଼ିଶାରେ କାହିଁକି ହୁଏ କାଳବୈଶାଖୀ, ଅଦିନରେ ଝଡବତାସର କାରଣ…

ଭୁବନେଶ୍ୱର,୧୧।୪: କାଳବୈଶାଖୀ, ଯାହାକୁ ସ୍ଥାନୀୟ ଭାବେ “ନର୍ୱେଷ୍ଟର” ମଧ୍ୟ କୁହାଯାଏ। ଏହା ଏକ ପ୍ରକାରର ବର୍ଷା ଓ ଝଡ଼ତୋଫାନ ଯାହା ଓଡ଼ିଶା ସମେତ ପୂର୍ବ ଭାରତର...

Chilika Lake: ରାତି ଅଧରେ ଚିଲିକା ମଝିରୁ ଶୁଭେ ମୃଦୁ ଗୀତ ଆଉ ଅଜଣା ସ୍ବର! ହଠାତ ଦେଖାଯାଏ ଛାୟା…

ଭୁବନେଶ୍ୱର,୧୧।୪: ଚିଲିକା ହ୍ରଦ, ଓଡ଼ିଶାର ସବୁଠାରୁ ବଡ଼ ଖାରିଆ ପାଣିର ହ୍ରଦ। ଏହା କେବଳ ତା’ର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଜୀବବୈଚିତ୍ର୍ୟ ପାଇଁ ନୁହେଁ, ବରଂ...

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image