ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର,୩୧ା୩: ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନରେ ସେ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି। ଏହା ପରେ ନୀଳଗିରି ଅଞ୍ଚଳରେ ରାଜନୈତିକ ଉଷ୍ଣତା ଜୋର୍‌ ଧରିଛି। ନୀଳଗିରି  ନିର୍ବାଚନ ମଣ୍ଡଳୀରୁ ସୁକାନ୍ତଙ୍କ ସହ ୨ହଜାରରୁ ଊର୍ଦ୍ଧ୍ୱ ସମର୍ଥକ ଭୁବନେଶ୍ୱର ଆସିଛନ୍ତି।

ସୂଚନାଯୋଗ୍ୟ, ବିଧାୟକ ନାୟକ ତାଙ୍କ ନୀଳଗିରି କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ଭାଜପାରୁ ଇସ୍ତଫା ସହ ସେ ତାଙ୍କ ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ହେଲେ କେଉଁ ଦଳରେ ଯୋଗଦେବେ ସେ ନେଇ ମୁହଁ ଖୋଲି ନ ଥିଲେ ହେଁ ଆଜି ବିଜେଡିରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର...

‘ସୋସିଆଲ୍ ମିଡିଆରୁ ଦୂରରେ ରହି କଠିନ ପରିଶ୍ରମ’: ଜାଣନ୍ତୁ OJS ପରୀକ୍ଷାରେ କେମିତି ସଫଳତା ହାସଲ କଲେ ରାଜଶ୍ରୀ ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୪।୩: ତୃତୀୟ ପ୍ରୟାସରେ OJS ପରୀକ୍ଷାରେ ସଫଳ ହୋଇଥିବା ରାଜଶ୍ରୀ ପ୍ରିୟଦର୍ଶିନୀ ୯ମ ରାଙ୍କ ହାସଲ କରିଛନ୍ତି। ଏଥିସହିତ ରାଜଶ୍ରୀ ଓଡ଼ିଶାର ଅନେକ ଯୁବକ ଯୁବତୀଙ୍କ...

ଆସନ୍ତାମାସରୁ ଏଲିଭେଟେଡ୍‌ କରିଡର କାମ, ବ୍ୟୟ ହେବ ଏତିକି କୋଟି…

ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍‌। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ...

ଅଫିସରୁ ଘରକୁ ଫେରୁଥିଲେ କିରାଣୀ, ଜଙ୍ଗଲ ରାସ୍ତାରେ ମାଡିବସିଲା ଭିଜିଲାନ୍ସ, ଏତେ ଟଙ୍କା ଦେଖି ତାଜୁବ…

ଭଞ୍ଜନଗର/ବୁଗୁଡ଼ା,(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗଞ୍ଜାମ ଜିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ ବେଲଗୁଣ୍ଠା ସବ ରେଜିଷ୍ଟର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆଙ୍କ ଠାରୁ ଗୁରୁବାର ରାତିରେ...

ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ

ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର...

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବିସ୍ଫୋରଣ, ଟିକେଟ୍‌ କାଉଣ୍ଟର୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୧୪l୩: ଶୁକ୍ରବାର ସକାଳେ ଏକ ବିସ୍ଫୋରଣ ପରେ ଭୁବନେଶ୍ୱରର ବାରମୁଣ୍ଡା ବସ୍ ଷ୍ଟାଣ୍ଡରେ ଥିବା ଏକ ଟିକେଟ୍ କାଉଣ୍ଟରରେ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ...

ଶାରୀରିକ ଦଣ୍ଡ ପାଇଁ ଶିକ୍ଷକଙ୍କୁ ୧ ଲକ୍ଷ ଟଙ୍କା ଜରିମାନା ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ,୧୪ା୩: ଓଡ଼ିଶା ହାଇକୋର୍ଟ ଜଣେ ସ୍କୁଲ ଶିକ୍ଷକଙ୍କୁ ଶାରୀରିକ ଦଣ୍ଡ ପାଇଁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତ ପୁନର୍ବାର କହିଛନ୍ତି ଯେ ଶୃଙ୍ଖଳାଗତ ଭାବରେ...

Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ଉତ୍ପାତ ହେଉଥିଲେ ମହିଳା

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image