Posted inଜାତୀୟ

ଇସ୍ତଫା ଦେଲେ ସୁଖବୀର ସିଂ

ଚଣ୍ଡୀଗଡ,୧୬।୧୧: ଇସ୍ତଫା ଦେଇଛନ୍ତି ଶିରୋମଣି ଅକାଳୀ ଦଳ ସଭାପତି ସୁଖବୀର ସିଂ ବାଦଲ। ସେ ଦଳର ଅଧକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ନେତୃତ୍ୱରେ ବିଶ୍ୱାସ ପ୍ରକାଶ କରିଥିବାରୁ ଏବଂ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହୃଦୟରୁ ସମର୍ଥନ ଏବଂ ସହଯୋଗ ଦେଇଥିବାରୁ ବାଦଲ ଦଳର ସମସ୍ତ ନେତା ତଥା କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ଆଗତ ହେଲା ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍‌, ବିରୋଧୀଙ୍କ ଜୋରଦାର ବିରୋଧ

ନୂଆଦିଲ୍ଲୀ,୧୭।୧୨: କେନ୍ଦ୍ର ସରକାର ମଙ୍ଗଳବାର ଲୋକ ସଭାରେ ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍‌ ଆଗତ କରିଛନ୍ତି। ଏହି ବିଲ୍‌କୁ କଂଗ୍ରେସ, ଟିଏମ୍‌ସି, ସମାଜବାଦୀ ପାର୍ଟି...

ଏହି ମାସରେ କୁଏତ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୨୧-୨୨ରେ କୁଏତ ଗସ୍ତ କରିପାରନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ କୁଏତ ଗସ୍ତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ...

ରାଷ୍ଟ୍ରପତିଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୧୭।୧୨: ସୋସିଆଲ ମିଡିଆରେ ଯେକୌଣସି ବ୍ୟକ୍ତିଙ୍କ ନକଲି ପ୍ରୋଫାଇଲ ତିଆରି କରି ଲୋକଙ୍କଠାରୁ ଟଙ୍କା ଲୁଟିବା ମାମଲା ପ୍ରାୟତଃ ସାମ୍ନାକୁ ଆସିଥାଏ। ଅନେକ ଥର ଠକମାନେ...

ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

କେନ୍ଦ୍ର, ରାଜ୍ୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ଭାରତରେ ମହିଳା, ଶିଶୁ ଓ ତୃତୀୟ ଲିଙ୍ଗୀଙ୍କ ପ୍ରତି ଅପରାଧ ବଢ଼ୁଥିବାରୁ ଏହାକୁ ରୋକିବା ଦିଗରେ କେତେକ କଠୋର ପଦକ୍ଷେପ ଗ୍ରହଣ କରାଯିବାକୁ ସୁପ୍ରିମକୋର୍ଟରେ...

ନେହେରୁଙ୍କୁ ନେଇ ସୀତାରାମନ-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ,୧୭ା୧୨: ୧୯୫୧ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ସମ୍ବିଧାନ ସଂଶୋଧନ କରି ବାକ୍‌ ସ୍ବାଧୀନତା ଉପରେ ଅଙ୍କୁଶ ଲଗାଇଥିଲେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର...

ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର...

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri