Posted inଜାତୀୟ

ଅଞ୍ଜଳି ହିଟ୍‌ ଆଣ୍ଡ ରନ୍‌ ମାମଲା: ଏବେ ଅଭିଯୁକ୍ତଙ୍କ ଉପରେ ଚାଲିବ ହତ୍ୟା ମାମଲା

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀର ଅଞ୍ଜଳି ହିଟ୍‌ ଆଣ୍ଡ ରନ୍‌ ମାମଲାରେ ୧୭ ଦିନ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ। ଏବେ ଏହି ମାମଲାରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଦାଖଲ ହୋଇଥିବା ଏଫ୍‌ଆଇଆର୍‌ରେ ଆଇପିସିର ୩୦୨ ଅର୍ଥାତ ହତ୍ୟା ଧାରା ଯୋଡ଼ିଛି। ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଧାରା ୩୦୪ ଲାଗୁ କରାଯାଇଥିଲା। ହେଲେ ତଦନ୍ତ ପରେ ଏଥିରେ ପରିବର୍ତ୍ତନ କରାଯାଇଛି।

କହିରଖୁଛୁ, ନୂଆ ବର୍ଷ ରାତିରେ ସୁଲତାନପୁରୀ ଅଞ୍ଚଳରେ କାର୍‌ରେ ଆସୁଥିବା କିଛି ଯୁବକ ସ୍କୁଟିରେ ଆସୁଥିବା ଅଞ୍ଜଳିଙ୍କୁ ଧକ୍କା ଦେଇଥିଲେ। ଏହାପରେ ଯୁବତୀଙ୍କୁ ଗାଡ଼ିରେ ୧୩କିମି ଘୋଷାଡ଼ି ନେଇଥିଲେ। ଫଳରେ ଅଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଜାନୁୟାରୀ ୧ରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଧାରା(୨୭୯,୩୦୪ଏ,୩୦୪, ୧୨୦ବି/୩୪)ରେ ମାମଲା ରୁଜୁ ହୋଇଥିଲା। ପୋଲିସ ଏବେ ଧାରା ୩୦୪ ସ୍ଥାନରେ ୩୦୨ ଯୋଡ଼ିଛି। ଏଥିସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ହେମନ୍ତ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ...

ମୁଁ ମୋଦି ସରକାରଙ୍କ ସହ ଅଛି, କାହିଁକି ଏମିତି କହିଲେ ମମତା

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାନସଭାରେ କହିଛନ୍ତି ଯେ ମୁଁ ବାଂଲାଦେଶରେ ହିନ୍ଦୁମାନଙ୍କୁ ନିର୍ଯ୍ୟାତନା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଅଛି। ମମତା...

ସଂସଦକୁ ପ୍ରବେଶ କରୁଥିଲେ ପ୍ରିୟଙ୍କା, ଦୁଆରମୁହଁରେ ଅଟକାଇେଲେ ରାହୁଲ, ତା’ପରେ ଯାହା ହେଲା…

ନୂଆଦିଲ୍ଲୀ,୨୮।୧୧: ପ୍ରିୟଙ୍କା ଗାନ୍ଧୀ ଗୁରୁବାର ଲୋକ ସଭାରେ ଏମପି ଭାବେ ଶପଥ ନେଇଛନ୍ତି। ନିକଟରେ କେରଳର ଓ୍ବାଏନାଡରେ ହୋଇଥିବା ଲୋକ ସଭା ଉପ-ନିର୍ବାଚନରେ ସେ ବିଜୟୀ...

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ...

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ...

ବଳ ଗୋଟାଉଛି ବାତ୍ୟା: ରେଡ୍‌ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା

ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ...

ସରକାର ନ ହେଉଣୁ ସୋରେନ-ରାହୁଲଙ୍କ ମଧ୍ୟରେ ଫାଟ, କ୍ୟାବିନେଟରେ ମିଳିବନି ସ୍ଥାନ!

ରାଞ୍ଚି,୨୮।୧୧: ଝାଡଖଣ୍ଡରେ ଆଜି ଶପଥ ନେବେ ହେମନ୍ତ ସୋରେନ। ଏନେଇ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ଶପଥ ନେବା ପରେ ଏବେ ତାଙ୍କ...

କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା

ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri