Posted inଖେଳ

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ସ୍କୋର ଛିଡା କଲା ସନରାଇଜର୍ସ ହାଇଦ୍ରାବାଦ: ମୁମ୍ବାଇକୁ ଦେଲା ବିଶାଳ ଟାର୍ଗେଟ୍‌

ହାଇଦ୍ରାବାଦ୍‌,୨୭।୩: ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସବୁଠାରୁ ବଡ ସ୍କୋର କରିଛନ୍ତି। ଜିତିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭୮ ରନ୍‌ର ଟାର୍ଗେଟ ଦେଇଛି ହାଇଦ୍ରାବାଦ୍‌। ୨୦ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ ୨୭୭ ରନ ସ୍କୋର କରିଥିଲା। ହାଇଦ୍ରାବାଦ ପାଇଁ ହେନ୍ରିଚ କ୍ଲାସେନ ଅପରାଜିତ ୮୦ ରନ ସ୍କୋର କରିଥିଲେ। ୩୪ ବଲ୍‌ର ସମ୍ମୁଖୀନ ହୋଇ ସେ ୭ ଛକା ଓ ୪ ଚୌକା ମାରିଥିଲେ। ଅଭିଷେକ ଶର୍ମା ୬୩ ରନ ଏବଂ ଟ୍ରାଭିସ ହେଡ ୬୨ ରନ ସଂଗ୍ରହ କରିଥିଲେ। ମାର୍କ୍ରାମ ଅପରାଜିତ ୪୨ ରନ ସ୍କୋର କରିଥିଲେ।
ଏହାପୂର୍ବରୁ ଆଇପିଏଲର ସର୍ବାଧିକ ସ୍କୋର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କରିଥିଲା। ଆରସିବି ୨୦୧୩ରେ ପୁଣେ ୱାରିୟର୍ସ ବିପକ୍ଷରେ ୨୬୩ ରନ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ଟୋକିଓ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri