Advertisement

ବରଗଡ଼ରେ ଅଂଶୁଘାତ ନେଲା ଜୀବନ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଅଂଶୁଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ବରଗଡ଼ ହାଟପଦାର ସୁବଳ ବେହେରା (୩୧) ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁବଳଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ଜଣାପଡିଥିବା ସୂଚନା ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share