ଢେଙ୍କାନାଳରେ ହୋଲି ଖେଳିଲେ ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ,୧୫ା୩(ରତନ ନାୟାର): ଢେଙ୍କାନାଳ ସହରରେ ଶନିବାର ରଙ୍ଗର ପର୍ବ ହୋଲି ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହରସ୍ଥିତ ଗୋପବନ୍ଧୁ ଟାଉନ ହଲଠାରେ ହୋଲି ଉତ୍ସବ ଆୟୋଜିତ ହୋଇଥିଲା।

ଉତ୍ସବରେ ଯୋଗଦେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମସ୍ତଙ୍କ ସହ ଧୂମ୍‌ଧାମରେ ହୋଲି ଖେଳିଥିଲେ। ଏହି ଅବସରରେ ମନ୍ତ୍ରୀ ସମସ୍ତଙ୍କୁ ହୋଲିର ଶୁଭେଚ୍ଛା ଜଣାଇଥିଲେ।

ଉତ୍ସବରେ ଦଳମତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଓ କର୍ମୀ, ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ, ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ହାସ୍ୟ କବି, ନାଟ୍ୟକାର, ବୃଦ୍ଧିଜୀବୀ ସାମିଲ ହୋଇଥିଲେ। ହୋଲି ଉତ୍ସବ ଅବସରରେ ସମସ୍ତେ ଢେଙ୍କାନାଳର ପ୍ରସିଦ୍ଧ ବରା ଓ ଘୁଘୁନି, ଜିଲାପି ଓ ଦହିସରବତର ମଜା ନେଇଥିଲେ । ବାଦ୍ୟ ସଂଗୀତରେ ହୋଲି ଉତ୍ସବ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ...

ନାମ ଯଜ୍ଞ ଦେଖି ଫେରିଲା ବେଳକୁ ନ ଥିଲା ଗାଡ଼ି

ଭଞ୍ଜନଗର,୨୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରୁ ଗୁରୁବାର ରାତିରେ ଏକ ବାଇକ ଚୋରି ହୋଇଛି। ଏ ନେଇ ହରିଗଡ ଗ୍ରାମର...

ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ...

ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ…

ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି...

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି।...

ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୧।୩: ୯ ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ୟୁବି) ପକ୍ଷରୁ ଦିଆଯାଇଥିବା ୨ଦିନିଆ ବ୍ୟାଙ୍କ ଧର୍ମଘଟକୁ ଶୁକ୍ରବାର ସ୍ଥଗିତ କରି...

ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌

ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ...

ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ:  ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ 

ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image