ଯୋଗାଣ ନିରୀକ୍ଷକ ଲାଞ୍ଚ ନେବା ଭିଡ଼ିଓ ଭାଇରାଲ୍‌ ଘଟଣା: ଉପଜିଲାପାଳଙ୍କୁ ତଦନ୍ତ ତିପୋର୍ଟ ପ୍ରଦାନ

ଛତ୍ରପୁର, ୨୧।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ପାତ୍ରପୁର ବ୍ଲକର ଯୋଗାଣ ନିରୀକ୍ଷକଙ୍କ ଲାଞ୍ଚ ନେବା ଏକ ଭିଡ଼ିଓ ରେକର୍ଡିଙ୍ଗ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏହା ଉପରେ ବ୍ରହ୍ମପୁର ଉପଜିଲାପାଳ ଦୀନା ଦସୃଗୀର ତଦନ୍ତ ପାଇଁ ଯେଉଁ ସ୍ବତନ୍ତ୍ର କମିଟି ଗଠନ କରିଥିଲେ, ଉକ୍ତ କମିଟି ସମସ୍ତ ପ୍ରକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରି ଯାଞ୍ଚ ରିପୋର୍ଟ ବ୍ରହ୍ମପୁର ଉପଜିଲାପାଳଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଦାନ କରିଥିଲେ। ସେହି ଯାଞ୍ଚ ରିପୋର୍ଟକୁ ବ୍ରହ୍ମପୁର ଉପଜିଲାପାଳ ଏହା ଉପରେ ଆଇନ ମୁତାବକ ପ୍ରଦକ୍ଷେପ ପାଇଁ ଉପରିସ୍ଥ ଅଧିକାରୀଙ୍କ ପାଖକୁ ପ୍ରେରଣ କରିଥିବା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ମୃତ୍ୟୁ ଘଟଣା: ହଷ୍ଟେଲ ଛାଡିଲେ ୧୭୦ ଅନ୍ତେବାସୀ

ଉଦଳା,୨୭।୩(ସନ୍ତୋଷ କୁମାର ବାଛିନି): ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ପରେ ଚିନ୍ତାରେ ଅଭିଭାବକ। ବିଳମ୍ବିତ ରାତିରେ ହଷ୍ଟେଲ ଛାଡିଲେ ଅନ୍ତେବାସିନୀ। ଅନଷୋ ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରୀ...

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର...

ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ...

ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୨୩ ଆହତ, ୩ ଗୁରୁତର

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା): ମୁକୁନ୍ଦପୁର ଘାଟିରେ ବସ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୩ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ...

ଶିମିଳିପାଳରେ ନୂତନ ଅଦା ଜାତୀୟ ଉଦ୍ଭିଦ

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା...

ଇନ୍ଦ୍ରାବତୀ କେନାଲକୁ ଖସିଲା କାର୍‌: ଶିଶୁ ସମେତ ବୃଦ୍ଧଙ୍କ ମୃତ୍ୟୁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା କଲମପୁର ଥାନା ଅନ୍ତର୍ଗତ ଠେଲକୋମୁଣ୍ଡା ଇନ୍ଦ୍ରାବତୀ କେନାଲ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବାଇକ୍‌ ସହ...

ସମସ୍ୟାଘେରରେ ବିଜ୍ରାଦର ଗାଁ

ଭବାନୀପାଟଣା,୨୭ା୩(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଢ଼ୀଦର ପଞ୍ଚାୟତର ବିଜ୍ରାଦର ଗାଁ। ବଣ ପାହାଡ଼ ଘେରା ଏହି ଗାଁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିଲେ...

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image