Posted inଜାତୀୟ

ସିସିଟିଭି ସଂଯୋଗ ନେଇ ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨ା୪ : କୋର୍ଟ ପରିସରରେ ସିସିଟିଭି ଲଗାଇବା କାର୍ଯ୍ୟର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଆମିକସ୍‌ କ୍ୟୁରି ସିଦ୍ଧାର୍ଥ ଲୁଥ୍ରାଙ୍କ ନିକଟରେ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମେତ ସମସ୍ତ ଉଚ୍ଚ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର କୋର୍ଟ ପରିସରରେ ସୁରକ୍ଷା ବଢ଼ାଇବାର ଲାଗି ସ୍ବତନ୍ତ୍ର ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଥିଲେ। ଜଷ୍ଟିସ୍‌ ରବୀନ୍ଦ୍ର ଭଟ୍ଟ ଏବଂ ଦୀପଙ୍କର ଦତ୍ତଙ୍କ ଖଣ୍ଡପୀଠ ସେଗୁଡ଼ିକର ଶୁଣାଣି କରିବା ଅବସରରେ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆମିକସ୍‌ କ୍ୟୁରିଙ୍କୁ ସହଯୋଗ କରିବା ଲାଗି ହାଇକୋର୍ଟଗୁଡ଼ିକୁ କୁହାଯାଇଛି।

ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲମାନଙ୍କ ଭିଡିଓ କନ୍‌ଫରେନ୍ସ ବୈଠକର ସପ୍ତାହେ ପୂର୍ବରୁ ଆମିକସ୍‌ କ୍ୟୁରିଙ୍କ ପାଖରେ ସିସିଟିଭି ସ୍ଥାପନ ସମ୍ପର୍କିତ ତଥ୍ୟ ପହଞ୍ଚତ୍ବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିିଛନ୍ତି। କୋର୍ଟ ପରିସରରେ ସିସିଟିଭି ଏବଂ ପ୍ରମାଣର ଅଡିଓ-ଭିଜୁଆଲ ରେକର୍ଡିଂର ବ୍ୟବହାର୍ଯ୍ୟତା ଉପରେ ହାଇକୋର୍ଟଗୁଡ଼ିକ ଜବାବ ରଖିବା ଆବଶ୍ୟକ ବୋଲି ଆମିକସ୍‌ କ୍ୟୁରି ସୁପ୍ରିମକୋର୍ଟଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଉଦ ଇବ୍ରାହିମଙ୍କ ଭାଇଙ୍କ ଫ୍ଲାଟକୁ କବ୍ଜା କଲା ଇଡି

ଥାନେ,୨୪/୧୨:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଭାଇ ଇକବାଲ କାସ୍କର ଏବଂ ତାଙ୍କ ସହଯୋଗୀଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଥାନେରେ ଥିବା...

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ...

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା...

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ...

ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ

ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ...

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ...

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri