Posted inଜାତୀୟ

ସୁପ୍ରିମକୋର୍ଟରୁ ପୱନଙ୍କୁ ମିଳିଲାନି ଆଶ୍ୱସ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ପିତାଙ୍କୁ ନେଇ ଦେଇଥିବା ବୟାନ ଉପରେ ହୋଇଥିଲା ମାମଲା

ନୂଆଦିଲ୍ଲୀ,୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେବା ମାମଲାରେ କଂଗ୍ରେସ ନେତା ପୱନ ଖେରାଙ୍କୁ ବଡ଼ ଝଟକା ଲାଗିଛି। ଖେରାଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ଏଫଆଇଆର ତଥା ଆପରାଧିକ କାର୍ଯ୍ୟାନୁଷ୍ଠାନକୁ ରଦ୍ଦ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟରେ ଜଷ୍ଟିସ ବି ଆର ଗାଭାଇ ଏବଂ ଜଷ୍ଟିସ ସନ୍ଦୀପ ମେହେଟ୍ଟାଙ୍କ ବେଞ୍ଚ କହିଛନ୍ତି ଯେ, ଆମେ ହାଇକୋର୍ଟଙ୍କ ଆଦେଶରେ ହସ୍ତକ୍ଷେପ କରିବାକୁ ଇଚ୍ଛୁକ ନୁହେଁ। ବେଞ୍ଚ କହିଛି, କ୍ଷମା କରିବେ, ଆମର କୌଣସି ଉଦ୍ଦେଶ୍ୟ ନାହିଁ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଭୁଲ ମନ୍ତବ୍ୟ ଦେଇଥିବାରୁ ଖେରାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଏହାକୁ ରଦ୍ଦ କରିବାକୁ କଂଗ୍ରେସ ନେତା ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ ମଧ୍ୟ ଗୁରୁବାର ଶୁଣାଣି ପରେ କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଏଫଆଇଆର ରଦ୍ଦ ହେବ ନାହିଁ। ଜଷ୍ଟିସ ବି ଆର ଗାଭାଇ ଏବଂ ଜଷ୍ଟିସ ସନ୍ଦୀପ ମେହେଟ୍ଟାଙ୍କ ଏକ ବେଞ୍ଚ ଗୁରୁବାର ଖେରାଙ୍କ ଆବେଦନ ଉପରେ ଶୁଣାଣି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଆପଣଙ୍କୁ ନିମ୍ନ ଅଦାଲତରେ ବିଚାରର ସମ୍ମୁଖୀନ ହେବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ହେଲା ଜେଲରେ ଅଛି, ରାଜୀବ ଗାନ୍ଧୀଙ୍କ ଦୋଷୀଙ୍କୁ ମିଳୁଛି ମୁକ୍ତି ମୋତେ କାହିଁକି ନୁହେଁ, କଏଦୀଙ୍କ କଥା ଶୁଣି…

ନୂଆଦିଲ୍ଲୀ,୧୮।୧୦: ନିଜ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ୩୦ବର୍ଷ ଜେଲରେ ଥିବା ଜଣେ ୮୪ ବର୍ଷ ବୟସ୍କ ବ୍ୟକ୍ତି ଆଜୀବନ କାରାଦଣ୍ଡକୁ ମୃତ୍ୟୁଦଣ୍ଡଠାରୁ ଖରାପ ବୋଲି ବର୍ଣ୍ଣନା...

ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ’ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ; ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀ କଲେ ଅପିଲ୍‌…

ଲକ୍ଷ୍ନୌ,୧୮।୧୦: ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ। ଏହା ହେଉଛି ଜଣେ ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଅପିଲ।...

ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ...

ସରକାରଙ୍କ ବଡ଼ ଘୋଷଣା: କିଡ଼ନୀ ରୋଗୀଙ୍କୁ ମିଳିବ ମାଗଣା ଚିକିତ୍ସା

ଚଣ୍ଡିଗଡ,୧୮।୧୦: ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂ ସାଇନି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୁଣି ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି।...

ବିଧାୟକ ଅବ୍ବାସ ଅନସାରୀଙ୍କୁ ବଡ ଆଶ୍ୱସ୍ତି, ଏହି ମାମଲାରେ ମିଳିଲା ଜାମିନ

ନୂଆଦିଲ୍ଲୀ,୧୮।୧୦: ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ବିଧାୟକ ଅବ୍ବାସ ଅନସାରୀଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ସୁପ୍ରିମକୋର୍ଟ ଅବ୍ବାସ ଅନସାରୀଙ୍କୁ ଜାମିନ ପ୍ରଦାନ କରିଛନ୍ତି।...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ...

ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର

ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଇଏସ୍‌ଆଇ ହସ୍ପିଟାଲରେ ଲାଗିଲା ନିଆଁ, ଜଣେ ମୃତ

କୋଲକାତା,୧୮।୧୦: ଶୁକ୍ରବାର ସକାଳେ କୋଲକାତାର ସିୟାଲଦାହ ସ୍ଥିତ କର୍ମଚାରୀ ରାଜ୍ୟ ବୀମା (ESI) ହସ୍ପିଟାଲରେ ଅଗ୍ନିକାଣ୍ଡରେ ଜଣେ ରୋଗୀର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri