Posted inଜାତୀୟ

ସୁପ୍ରିୟା ସୁଲେଙ୍କ କଟାକ୍ଷ, ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତିନି ଅଜିତ…

ମୁମ୍ବାଇ,୨୩।୧୦:ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଶାସକ ଦଳ ମହାୟୁତି ଏବଂ ବିରୋଧୀ ମହାବିକାଶ ଅଗାଡି ସିଟ୍‌ ବୁଝାମଣାକୁ ନେଇ ଆଲୋଚନା ଜାରି ରହିଛି। ଏହାରି ଭିତରେ ଏନସିପି ନେତା ସୁପ୍ରିୟା ସୁଲେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ କଟାକ୍ଷ କରି କହିଛନ୍ତି, ମୋ ଭାଇ କେବେ ଦିଲ୍ଲୀ ଯିବାକୁ ପସନ୍ଦ କରନ୍ତି ନାହିଁ। କହିରଖୁଛୁ କି, ଏନସିପି ମୁଖ୍ୟ ଅଜିତ ପାଓ୍ବାର ତାଙ୍କ ପାର୍ଟିର କିଛି ନେତାଙ୍କ ସହ ଦିଲ୍ଲୀ ଯାଇଥିଲେ। ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ସେ ଦିଲ୍ଲୀ ଯାଇଥିଲେ।

ସୁପ୍ରିୟା ଆହୁରି କହିଛନ୍ତି, ମୁଁ ମୋ ଭାଇଙ୍କୁ ଭଲ ଭାବରେ ଜାଣିଛି। ତାଙ୍କୁ କେବେ ବି ଦିଲ୍ଲୀ ଯିବା ପସନ୍ଦ ନୁହେଁ। ଦୀର୍ଘଦିନ ଧରି ତାଙ୍କ ସହ କଥା ହୋଇ ନ ଥିବାରୁ ଏହି କାରଣ ମୁଁ ବୁଝିପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର

ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।...

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ...

ହାସିନାଙ୍କ ପାଇଁ ବାଂଲାଦେଶରେ ପୁଣି ବଢିଲା ଉତ୍ତେଜନା, ବିପଦରେ ରାଷ୍ଟ୍ରପତି ଆସନ!

ଢାକା,୨୩।୧୦: ଶେଖ ହାସିନା ବାଂଲାଦେଶ ଛାଡିଛନ୍ତି। ବର୍ତ୍ତମାନ ସେ ଭାରତରେ ଅଛନ୍ତି। କିନ୍ତୁ ତାଙ୍କ ପାଇଁ ବାଂଲାଦେଶରେ ପୁଣି ଥରେ ଉାତ୍ତଜନା ଦେଖାଦେଇଛି। ସେ ତାଙ୍କ...

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି।...

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର...

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ...

ବନ୍ଦ ହୋଇଯିବ ସମସ୍ତ ମାଗଣା ସରକାରୀ ଯୋଜନା! ମାଗଣାରେ ମିଳୁଥିବା ରାଶନ ବି….

ନୂଆଦିଲ୍ଲୀ, ୨୩।୧୦: ଦିପାବଳୀ ପୂର୍ବରୁ ସମସ୍ତଙ୍କୁ ଝଟ୍‌କା ଦେବାଭଳି ଖବର ସମସ୍ତଙ୍କୁ ଚିନ୍ତାରେ ପକାଇଛି। ହଁ, ଯଦି ଏହା ଠିକ୍‌ ତେବେ ଶୀଘ୍ର ସମସ୍ତ ମାଗଣା...

ବିସ୍ଫୋରଣରେ ଥରି ଉଠିଲା ରାଜଧାନୀ, ଜଣେ ମୃତ ୩ ଗୁରୁତର

ନୂଆଦିଲ୍ଲୀ,୨୩।୧୦: ସକାଳୁ ସକାଳୁ ଏକ ବିସ୍ଫୋରଣ ରାଜଧାନୀ ଦିଲ୍ଲୀକୁ ଥରାଇ ଦେଇଛି। ବୁଧବାର ସକାଳେ ଦିଲ୍ଲୀର ବସନ୍ତ କୁଞ୍ଜରେ ଏକ ଘରେ ହଠାତ୍‌ ବିସ୍ଫୋରଣ ଘଟିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri