ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…

ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ । ଜଣେ ପୋଖତ କଂଗ୍ରେସ ନେତା ଭାବେ ପରିଚିତ ସୁର ବିଭିନ୍ନ ସମୟରେ କଂଗ୍ରେସ ପାଇଁ ବୟାନ ରଖନ୍ତି । କିନ୍ତୁ ମିଳିଥିବା ସୂଚନା ଅନୁସାରେ ତାଙ୍କର ପୁଅ କଂଗ୍ରେସରୁ ପ୍ରାର୍ଥୀ ହେବାର ସମ୍ଭାବନା ନାହିଁ । ହେଲେ ତାଙ୍କ ପୁଅ କେଉଁ ଦଳରୁ ନିର୍ବାଚନ ଲଢ଼ିବେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ, ପୁଅ ବିଧାୟକ ହୁଅନ୍ତୁ ବୋଲି ଆଶା ରଖିଛନ୍ତି ସୁର ।
ଶନିବାର ଜଟଣୀ ନାଗରିକ କମିଟି ଓ ଜଟଣୀ ନିର୍ବାଚନମଣ୍ଡଳୀର ହଜାର ହଜାର ଜନସାଧାରଣଙ୍କ ଦ୍ୱାରା ଗଙ୍ଗପଡ଼ା ପଞ୍ଚାୟତରେ ଭୁଆସୁଣୀ ପୀଠରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ହୋଇଥିଲା । କାର୍ଯ୍ୟକ୍ରମରେ ସୁର ରାଉତରାୟ ତାଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କ ନା ଘୋଷଣା କରିଛନ୍ତି । ମନ୍ମଥ ଯେଉଁ ଦଳରୁ ଟିକେଟ ପାଇ ଲଢିବେ ସେହି ଦଳକୁ ସମର୍ଥନ କରିବେ ବୋଲି କହିଛନ୍ତି । ନିର୍ବାଚନ କିଛି ଦିନ ପୂର୍ବରୁ ହଜାର ହଜାର ସଂଖ୍ୟାରେ କର୍ମୀଙ୍କୁ ଏକାଠି କରି ସୁର ଏକ ନୂଆ ରଣନୀତି କରିଛନ୍ତି । ତେବେ ମନ୍ମଥ କେଉଁ ଦଳରୁ ଲଢ଼ିବେ ତାହା ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri