ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା ବାହିନୀପତି ଏବଂ ରମେଶ ଜେନାଙ୍କ ନାଁ ନେଇ ବାଚସ୍ପତି କହିଥିଲେ ଯେ, ଗୃହରେ ବିଶୃଙ୍ଖଳା ସୃଷ୍ଟି କରିବା ସହ ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଓ ବାଚସ୍ପତିଙ୍କ ଆସନକୁ ଏହି ଦୁଇ ବିଧାୟକ ଅବମାନନା କରୁଛନ୍ତି । ତେଣୁ ଏହି ଦୁଇ ବିଧାୟକଙ୍କୁ ନିଲମ୍ବନ କରିଥିବା ନେଇ ବାଚସ୍ପତି ସୂଚନା ଦେଇଛନ୍ତି ।

ତେବେ ସସପେଣ୍ଡ ପରେ ତାରାଙ୍କ ପରେ କଂଗ୍ରେସ ନେତା ସୁର ରାଉତରା। ସେ କହିଛନ୍ତି, କାଲି ସରକାରଙ୍କୁ ବିରାଟ ଟ୍ରେଲର ଦେଖାଇବୁ। ଲକ୍ଷେ ଲୋକ ଆସୁଛନ୍ତି। ଗତକାଲି ଭଳି କଳା ଦିବସ ଓଡ଼ିଶା ରାଜନୀତିରେ କେବେ ଦେଖାଯା ନ ଥିଲା। କଂଗ୍ରେସ ବିଧାୟକଙ୍କୁ ବାଡେଇବା, ନେତାଙ୍କୁ ତଣ୍ଟିଆ ଦେଇ ମାଷ୍ଟରକ୍ୟାଣ୍ଟିନରେ ଛାଡିବା କଳଙ୍କିତ ଅଧ୍ୟାୟ। ପୋଲିସ, ଡିଜି ଓ ଅଫିସର ଟେକିଆଣି ଏମିତି ବ୍ୟବହାର କରିଛନ୍ତି। ଏହାର ପ୍ରତିବାଦରେ କାଲି ଲକ୍ଷେ ଲୋକ ଆସି ପହଞ୍ଚିବେ। ଗୁରୁବାର ବିଧାନସଭା ତାଲା ପକେଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ...

ଉତ୍କଳ ଦିବସ ୨୦୧୦ରୁ ଓଡ଼ିଶା ଦିବସ ହୋଇଗଲାଣି: ଜୟନାରାୟଣ

ଭୁବନେଶ୍ୱର,୩୦ା୩(ସୁନିତ୍‌ ମିଶ୍ର): ଉତ୍କଳ ଦିବସକୁ ନେଇ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେଇଛନ୍ତି। ଶନିବାର ବିଧାନସଭା ବାହାରେ ସେ କହିଛନ୍ତି, ଆଉ ଉତ୍କଳ...

ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ,...

ନବୀନଙ୍କୁ ଟାର୍ଗେଟ କଲେ ମୋହନ, କହିଲେ କାଗଜ ବାଘ…

ଭୁବନେଶ୍ୱର, ୩୦ା୩(ସୁନିତ୍‌ ମିଶ୍ର): ନାରୀ ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଯଦି ଆଲୋଚନା କରିବାକୁ ଚାହାନ୍ତି ତେବେ ଆସନ୍ତୁ, କିଛି ଅସୁବିଧା ନାହିଁ। କିନ୍ତୁ ତଥ୍ୟଭିତ୍ତିକ ଆଲୋଚନା...

ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।...

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ...

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର...

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image