ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍ ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ୱରେ ଥିଲେ। ୧୯୮୬ ମସିହାର ଆଇଏଏସ୍ ଅଧିକାରୀ ହେଉଛନ୍ତିି ସୁରେଶ ମହାପାତ୍ର।
ସେହିପରି ପ୍ରଦୀପ କୁମାର ଜେନା ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।