Posted inଖେଳ

ପରିବାର ସହ ଜନ୍ମଦିନ ସେଲିବ୍ରେଟ କଲେ ସୁରେଶ ରାଇନା, ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୮।୧୧: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ତାଙ୍କର ୩୭ ତମ ଜନ୍ମଦିନ ପାଳନ କରିଛନ୍ତି। ଉତ୍ତରପ୍ରଦେଶ ପାଇଁ ଘରୋଇ ଖେଳୁଥିବା ସୁରେଶ ରାଇନା୧୮ ଟି ଟେଷ୍ଟ ମ୍ୟାଚ ବ୍ୟତୀତ ୨୨୬ ଟି ODI ଏବଂ ୭୮ ଟି -୨୦ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ତେବେ ସୋସିଆଲ ମିଡିଆରେ ଏକ ଫଟୋ ଏକେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ କ୍ରିକେଟର ତାଙ୍କ ପରିବାର ସହିତ ଜନ୍ମଦିନ ପାଳନ କରୁଥିବା ଦେଖିବାକୁ ମିଳିଛି । ଏହି ଫଟୋରେ ତାଙ୍କ ପତ୍ନୀଙ୍କ ବ୍ୟତୀତ ତାଙ୍କର ଉଭୟ ପିଲା ନଜର ଆସିଛନ୍ତି।

ରାଇନାଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହା ବ୍ୟତୀତ ପ୍ରଶଂସକମାନେ କ୍ରମାଗତ ଭାବରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ଆହୁରି ମଧ୍ୟ ଏହି ଫଟୋ କ୍ୟାପସନରେ ତଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିବା ସମସ୍ତ ଶୁଭେଚ୍ଛୁଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ...

ଟ୍ରମ୍ପଙ୍କ ଟାରିଫ୍‌ ବୋମାରେ ଦୋହଲିଲା ଗ୍ଳୋବାଲ ମାର୍କେଟ୍‌: ଭାରତ ସମେତ ସାରା ବିଶ୍ୱର ଷ୍ଟକ ମାର୍କେଟ୍‌ରେ ହାହାକାର

ନୂଆଦିଲ୍ଲୀ,୭।୫: ଭାରତ ସମେତ ସାରା ବିଶ୍ୱର ଷ୍ଟକ ମାର୍କେଟ୍‌ରେ ସୋମବାର ହାହାକାର ଖେଳିଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ ହୋଇଥିବା ଟାରିଫ୍‌ ଏବଂ...

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ...

ମଦ ମାଫିଆଙ୍କ ମାଡ଼ରେ ଏସ୍‌ଏଚ୍‌ଜି ମହିଳା ରକ୍ତାକ୍ତ: ଅଭିଯୁକ୍ତଙ୍କୁ ପୋଲିସ ଜାମିନରେ ଛାଡି ଦେବାରୁ ଗାଁରେ ଉତ୍ତେଜନା

ପାଟଣା ,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଅନ୍ତର୍ଗତ ସିଲିପଦା ଗ୍ରାମରେ ସରପଞ୍ଚ ଜୟନ୍ତୀ ମୁଣ୍ଡାଙ୍କ ନେତୃତ୍ୱରେ ରବିବାର ଶତାଧିକ ମହିଳା ଗ୍ରାମରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image