ବିଧାନସଭାରେ ଭାବବିହ୍ବଳ ହେଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ଚଳିତ ଅଧିବେଶନରେ କୋଭିଡ୍‌ କଟକଣା ହଟିଯାଇଛି। ୨ବର୍ଷ ପରେ ପୂର୍ବଭଳି ସଦସ୍ୟମାନେ ନିଜ ସିଟ୍‌କୁ ଫେରିଛନ୍ତି । ଗୁରୁବାର ବିଧାନସଭା ଆରମ୍ଭ ହୋଇଥିଲା। ତେବେ ସଦସ୍ୟମାନଙ୍କ ସଂଖ୍ୟା କମ୍‌ ରହିଥିଲା। ପଦ୍ମପୁର ଉପନିର୍ବାଚନ ଚାଲିଥିବାରୁ ବିରୋଧୀ ଓ ଶାସକ ଦଳର ବହୁ ସଦସ୍ୟ ଗୃହରେ ଅନୁପସ୍ଥିତ ଥିଲେ। ନବନିର୍ବାଚତ ଭାଜପା ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରଥମ ଥର ଲାଗି ବିଧାନସଭାକୁ ଆସିଛନ୍ତି । ସେ ନିଜ ବାପାଙ୍କ ସିଟ୍‌ରେ ବସିବା ପରେ ଭାବବିହ୍ବଳ ହୋଇ ପଡ଼ିଥିଲେ। ଅନ୍ୟପକ୍ଷରେ ଶୋକ ପ୍ରସ୍ତାବ ଆଲୋଚନା ପରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଘୋଷଣା କରିଥିଲେ ଯେ ଯେଉଁ ସଦସ୍ୟମାନେ ଲିଖିତ ଆକାରରେ ଦେବେ ସେମାନଙ୍କୁ ଭର୍ଚୁଆଲରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗ ଦେବାର ସୁଯୋଗ ମିଳିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ଓ ପ୍ରଫୁଲ୍ଲ ମଲ୍ଲିକ ଭର୍ଚୁଆଲରେ ଯୋଗଦେବାକୁ ବାଚସ୍ପତିଙ୍କ ନିକଟରେ ଲିଖିତ ଭାବେ ଜଣାଇଛନ୍ତି । ତେବେ ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଆସି ଶୋକ ପ୍ରସ୍ତାବ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଲୋଚନପୁର ସରପଞ୍ଚ ଅଯୋଗ୍ୟ ଘୋଷିତ: ଜାଣନ୍ତୁ କିଏ ହେଲେ ନୂଆ ସରପଞ୍ଚ

ଲାଞ୍ଜିଗଡ଼,୧୦।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅନ୍ତର୍ଗତ ତ୍ରିଲୋଚନପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କୁ ଅଦାଲତ ଅଯୋଗ୍ୟ ଘୋଷଣା କରିଛନ୍ତି।୨୦୨୨ରେ ସରପଞ୍ଚ...

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଯାନବାହାନ ଚଳାଚଳ ବନ୍ଦ

କଟକ,୧୦।୧: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ...

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି।...

ଦୀପାଳିଙ୍କ ଭାଇ ବିଶାଲଙ୍କ ନାଁରେ ଏତଲା

ଭୁବନେଶ୍ୱର,୧୦।୧: ସ୍ବର୍ଗତ ନବ ଦାସଙ୍କ ପୁଅ ଏବଂ ଦୀପାଳି ଦାସଙ୍କ ଭାଇ  ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। ସରେଇପାଲି ଥାନା ପୋଲିସ ତାଙ୍କ...

ସାଧାରଣ ଲୋକଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ, ଜାଣନ୍ତୁ କେତେ ଦିନ ଯାଏ ଖୋଲା ରହିବ

ଭୁବନେଶ୍ୱର,୧୦।୧: ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ଦିବସ (PBD) ପ୍ରଦର୍ଶନୀ ଜାନୁଆରୀ ୧୧ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri