ଧାମନଗରରେ ପୁଣି ଉଇଁଲା ସୂର୍ଯ୍ୟ, ଫୁଟିଲା ପଦ୍ମ

ଭୁବନେଶ୍ୱର,୪।୬: ଧାମନଗରରେ ବିଜୟୀ ହେଲେ ସୂର୍ଯ୍ୟବଂଶୀ ସୁରଜ। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ସଞ୍ଜୟ କୁମାର ଦାସଙ୍କୁ ୭୨୩୮ ଭୋଟରେ ହରାଇ ବିଜୟୀ ହୋଇଛନ୍ତି।