୧୪ ଏପ୍ରିଲରୁ ୨୦ ପର୍ଯ୍ୟନ୍ତ ବନ୍ଦ ରହିବ ଏହି ଦେଶର ଅନ୍ତର୍ଜାତୀୟ ବିମାନ ଉଡ଼ାଣ

ଢାକା,୧୨।୪: ବାଂଲାଦେଶରେ କରୋନା ଭାଇରସର ଦ୍ୱିତୀୟ ଲହର ଚାଲିଛି। ଏହି ସଙ୍କଟ ସମୟରେ ବାଂଲାଦେଶ ସରକାର ଗୋଟିଏ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ବାଂଲାଦେଶରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବନ୍ଦ କରିଦେଇଛନ୍ତି। ବାଂଲାଦେଶରେ ୧୪ ଏପ୍ରିଲରୁ ୨୦ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ଅର୍ନ୍ତଜାତୀୟ ବିମାନ ଉଡ଼ାଣ ବନ୍ଦ ରହିବ।

Share