Posted inଗଜପତି

ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ

ମୋହନା, ୫ା୪(ମନ୍ମଥ ମିଶ୍ର): ଦାଦନ ଖଟିବାକୁ ଯାଇଥିବା ଗଜପତି ଜିଲା ମୋହନା ବ୍ଲକ ରାଇଜୁକା ଗାଁର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଟୁକୁ ବସ୍ତରାଏ। ତେବେ ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।

ଖବରରୁ ଜଣାପଡିଛି, ଉକ୍ତ ବ୍ଲକ ଅଡବା ଥାନା ଅନ୍ତର୍ଗତ ରାଇଜୁକା ଗାଁର ଟୁକୁ ୬ ମାସ ତଳେ ପରିବାର ପ୍ରତିପୋଷଣ ପାଇଁ କେରଳକୁ କାମ କରିବାକୁ ଯାଇଥିଲେ। ଗତ ୨ ତାରିଖରେ ସେ ଘରକୁ ଆସିବା ଲାଗି ଫୋନ କରି ପରିବାର ଲୋକଙ୍କୁ ଜଣାଇଥିଲେ। ମାତ୍ର ଶୁକ୍ରବାର ରାତିରେ ଟୁକୁଙ୍କ ମହାରାଷ୍ଟ୍ରର ପୁଣେରେ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକଙ୍କୁ ପୋଲିସ ଖବର ଦେଇଥିଲା। ଟୁକୁ ମୋହନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ବିବାହ କରିଥିଲେ। କିଛି ଦିନ ପରେ ଉଭୟଙ୍କ ମଧ୍ୟରେ ବିଚ୍ଛେଦ ହୋଇଥଲା।

ତେବେ ଯୁବତୀ ଜଣକ ଅନ୍ୟ ଯୁବକଙ୍କୁ ବିବାହ କରିଥିଲେ। ପରେ ଟୁକୁ ମଧ୍ୟ ଅନ୍ୟତ୍ର ବିବାହ କରିଥିଲେ। ପ୍ରଥମ ସ୍ତ୍ରୀ ପୁଣେରେ ରହୁଥିବା ଜାଣିବା ପରେ ଟୁକୁ ଘରକୁ ନ ଆସି ତାଙ୍କୁ ସାକ୍ଷାତ କରିବାକୁ କେରଳରୁ ପୁଣେ ଯାଇଥିଲେ। ଶୁକ୍ରବାର ବନ୍ଦେ ଗାର୍ଡେନ ଥାନା ନିକଟସ୍ଥ ମଥୁରା ଲଜ୍‌ରୁ ଟୁକୁଙ୍କ ମୃତଦେହ ପୋଲିସ ଜବତ କରିଥିଲା। ପ୍ରଥମ ସ୍ତ୍ରୀ ଟୁକୁଙ୍କୁ ହତ୍ୟା କରିଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରିବା ଏବଂ ମୃତଦେହ ଗାଁକୁ ଆଣିବାକୁ ପରିବାର ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ...

ଆସିଲା ବଡ଼ ଅପଡେଟ୍‌: ଏଥର ଅକ୍ଷୟ ତୃତୀୟାରେ ବଢିବ ନା କମିବ ସୁନା!

ନୂଆଦିଲ୍ଲୀ,୯।୪: ଆଉ କିଛିଦିନ ପରେ ଅକ୍ଷୟ ତୃତୀୟା। ଏହି ଅବସରରେ ସୁନା କିଣିବାର ପରମ୍ପରା ରହିଛି। ଏବେ ସୁନାଦର ଖସୁଥିବାବେଳେ ସୁନାପ୍ରେମୀମାନେ ଅପେକ୍ଷା କରିଛନ୍ତି। ଯଦି...

କାନ୍ଦୁଛି ପାକିସ୍ତାନ, ଆତଙ୍କବାଦର ଜନକ ଏବେ…

ଇସଲାମାବାଦ,୯।୪: ସାରା ବିଶ୍ୱରେ ଆତଙ୍କବାଦ ବିସ୍ତାର କରୁଥିବା ପାକିସ୍ତାନ ଏବେ ନିଜେ ଆତଙ୍କବାଦ ଦ୍ୱାରା ବିଚଳିତ। ଆତଙ୍କବାଦର ମାଷ୍ଟରମାଇଣ୍ଡ ପାକିସ୍ତାନ କାନ୍ଦୁଛି। ସୂଚନାଅନୁଯାୟୀ, ପାକିସ୍ତାନର ପରାମର୍ଶଦାତା...

ସୁନା ବନ୍ଧା ପକାଇଛନ୍ତି କି? ଗୋଲ୍ଡ ଲୋନ୍‌ ନିୟମରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୯।୪: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୋଲ୍ଡ ଲୋନ୍‌ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିବାକୁ ନିଷ୍ପତ୍ତି ନେଇଛି। ଏହି ଘୋଷଣା ପରେ ଗୋଲ୍ଡ...

କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି

ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍‌ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି...

୬ ଦଫା ଦାବି ନେଇ ଜେଲ୍‌ ଭରୋ ଆନ୍ଦୋଳନ

ଛତ୍ରପୁର,୯ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ବୁଧବାର ଗଞ୍ଜାମ ଜିଲା ଛତ୍ରପୁରଠାରେ...

ଚହଲଙ୍କୁ ମନର କଥା କହିଲେ ଆରଜେ ମହଭାଶ, ଶୁଣୁଶୁଣୁ ଫ୍ୟାନ୍ସ କହିଲେ…

ନୂଆଦିଲ୍ଲୀ,୯।୪: ଧନଶ୍ରୀ ବର୍ମାଙ୍କ ଠାରୁ ଛାଡପତ୍ର ପରେ, ୟୁଜବେନ୍ଦ୍ର ସିଂହ ଚହଲ ଆରଜେ ମହଭାଶଙ୍କୁ ଡେଟ କରୁଥିବା ଗୁଜବ ଚାଲିଛି। ଗତକାଲି, ମହଭାଶ ଚେନ୍ନାଇ ସୁପର...

ଚାଇନା ସହ ବ୍ୟବସାୟ ବଢାଇବାକୁ ଚାହୁଁଛନ୍ତି ୟୁନୁସ!

ଢାକା,୯।୪: ‘ଭାରତର ସମସ୍ତ ସାତଟି ଉତ୍ତର-ପୂର୍ବ ରାଜ୍ୟ ସ୍ଥଳଭାଗରେ ଘେରି ରହିଛି, ଆମେ ଏକମାତ୍ର ରାଜ୍ୟ ଯାହା ସହିତ ସମୁଦ୍ର ପଥରେ ପହଞ୍ଚିପାରିବା, ତେଣୁ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image