କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ କରୁଥିବା ବେଳେ ସଂଜ୍ଞାହୀନ ହୋଇପଡିଥିଲେ। ପରେ ତାଙ୍କୁ ବିଭାଗୀୟ କର୍ମଚାରୀ ନିକଟିସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ବର୍ତ୍ତମାନ ପ୍ରର୍ଯ୍ୟନ୍ତ ବି ସ୍ପଷ୍ଟ ଜଣାପଡିନାହିଁ। ମୃତ ଫରେଷ୍ଟର ପ୍ରକାଶଙ୍କ ଘର ଜିଲାର ଜୁନାଗଡ଼ ଥାନା ଅନ୍ତର୍ଗତ ପରିଆ ଗାଁ ହୋଇଥିବାବେଳେ ସେ ଭବାନୀପାଟଣାରେ ସ୍ତ୍ରୀ ଓ ଝିଅ ସହିତ ରହୁଥିଲେ। ଗତ ମାସକ ତଳେ ତାଙ୍କ ବାପା ଶିକ୍ଷକ ବିନାୟକ ମିଶ୍ରଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି...

ସାହାଣୀ କପ ଫୁଟବଲ: କନ୍ଧମାଳ-ବଲାଙ୍ଗିର ବିଜୟୀ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା...

ନଭେମ୍ବର ୧ରେ ହେବ ବଲାଙ୍ଗୀର ଦିନ୍‌ ଉତ୍ସବ

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୧ରୁ ‘ବଲାଙ୍ଗୀର ଦିନ୍‌’ଉତ୍ସବ ପାଳନ କରାଯିବ। ଏନେଇ ସୋମବାର ସ୍ଥାନୀୟ ପିପି ଏକାଡେମୀ ହଲରେ ବଲାଙ୍ଗୀର ଦିନ୍‌ ଆୟୋଜକ...

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଟ୍ରକ୍, ବାଇକ୍ ମଧ୍ୟରେ ଧକ୍କା: ମା’ ବାପାଙ୍କ ସମେତ ପୁଅର ଭାଙ୍ଗିଲା ଗୋଡ଼

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଆଇ ଟି ଆଇ ସମ୍ମୁଖରେ ଅପରାହ୍ନରେ ଏକ ଟ୍ରକ ଓ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା...

ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର...

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri