ଆମେରିକାର ପୂର୍ବତନ ଆଟର୍ନିଙ୍କ ସନ୍ଦେହଜନକ ମୃତ୍ୟୁ

ଓ୍ବାଶିଂଟନ,୨୩ା୩: ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଗତ ଜାନୁଆରୀରେ କ୍ଷମତାକୁ ଆସିବା ପରେ ଆଟର୍ନି ପଦ ଛାଡ଼ିଥିବା ଜେସିକା ଆବେରଙ୍କ ମୃତଦେହ ତାଙ୍କ ଭିର୍ଜିନିଆସ୍ଥିତ ବାସଭବନରୁ ମିଳିଛି। ଏହି ୪୩ ବର୍ଷୀୟ ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ ଜାରି ରହିଥିବା ପୋଲିସ କହିଛି। ମୃତ୍ୟୁର କାରଣ ସମ୍ପର୍କରେ ଭିର୍ଜିନିଆର ମୁଖ୍ୟ ମେଡିକାଲ ପରୀକ୍ଷକଙ୍କ କାର୍ଯ୍ୟାଳୟ ଅନୁଧ୍ୟାନ କରିବ।

୨୦୨୧ ଅଗଷ୍ଟରେ ତତ୍କାଳୀନ ରାଷ୍ଟ୍ରପତି ଜୋ ବାଇଡେନ୍‌ ଜେସିକାଙ୍କୁ ଭିର୍ଜିନିଆ ଇଷ୍ଟର୍ନ ଡିଷ୍ଟ୍ରିକ୍ଟ ପାଇଁ ଆମେରିକା ଆଟର୍ନି ମନୋନୀତ କରିଥିଲେ। ଏହା ପୂର୍ବରୁ ୨୦୦୯ରୁ ସେ ଆସିଷ୍ଟାଣ୍ଟ ଆଟର୍ନି ଭାବେ କାର୍ଯ୍ୟ କରିବା ସହ ଅର୍ଥନୈତିକ ଜାଲିଆତି, ସରକାରୀ ଦୁର୍ନୀତି, ହିଂସା ଅପରାଧ ଏବଂ ଶିଶୁ ଶୋଷଣ ମାମଲା ଲଢ଼ୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri