Posted inଜାତୀୟ

‘ରେଳ ଦୁର୍ଘଟଣା ପଛରେ ଟିଏମସିର ହାତ’,ଶୁଭେନ୍ଦୁ ଅଧିକାରୀଙ୍କ ବଡ ଅଭିଯୋଗ, କହିଲେ ରେଳ ଅଧିକାରୀଙ୍କ ଫୋନ କରାଯାଇଛି ଟ୍ୟାପିଙ୍ଗ

କୋଲକାତା,୬।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ହୋଇଥିବା ଟ୍ରେନ ଦୁର୍ଘଟଣାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପଶ୍ଚିମବଙ୍ଗର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶୁଭେନ୍ଦୁ ଅଧିକାରୀ ଏହି ଘଟଣାକୁ ନେଇ ଏକ ଚମକାଇବା ଭଳି ବୟାନ ଦେଇଛନ୍ତି। ସେ କହିଛନ୍ତି ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣା ପଛରେ ତ୍ରୁଣମୂଳ କଂଗ୍ରେସ(ଟିଏମସି)ର ହାତ ରହିଛି। ଏହାକୁ ନେଇ ଟିଏମସି କହିଛି ଶୁଭେନ୍ଦୁ ତାଙ୍କ ମାନସିକ ସନ୍ତୁଳନ ହରାଇ ସାରିଛନ୍ତି।
ଶୁଭେନ୍ଦୁ ଅଧିକାରୀ କହିଛନ୍ତି, ଏହି ଲୋକମାନେ ପୋଲିସର ସହାୟତାରେ ଉଭୟ ରେଳ ଅଧିକାରୀଙ୍କ ଫୋନକୁ ଟ୍ୟାପ କରି ଟୁଇଟରରେ ରଖିଥିଲେ। ଏହି ଲୋକମାନେ ଦୁଇ ରେଳ ଅଧିକାରୀଙ୍କ ମଧ୍ୟରେ କଥାବାର୍ତ୍ତା କିପରି ଜାଣିଲେ? ଏହା ପଛରେ ଷଡଯନ୍ତ୍ର କ’ଣ? ଏହା କିପରି ଲିକ ହୋଇଛି ତାହାର ସିବିଆଇ ଅନୁସନ୍ଧାନରେ ମଧ୍ୟ ଏହା ଆସିବା ଉଚିତ। ଯଦି ଏହା ନ ଆସେ ତେବେ ମୁଁ କୋର୍ଟର ଦ୍ୱାରସ୍ଥ ହେବି। ଏହା ଉପରେ ରାଜନୀତି କରାଯିବା ଉଚିତ ନୁହେଁ। ଦେଶକୁ ବଦନାମ କରିବା ଉଚିତ ନୁହେଁ। ଦେଶର ବଦନାମ ଏହା କୌଣସି ମୁଖ୍ୟମନ୍ତ୍ରୀ କରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ...

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ...

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri